ପ୍ରଜ୍ୱଳ ରେବନ୍ନା ଗିରଫ

ବେଙ୍ଗାଲୁରୁ,୩୧ା୫: କର୍ନାଟକ ହାସନର ଏମ୍‌ପି ପ୍ରଜ୍ୱଳ ରେବନ୍ନା ଗିରଫ ହୋଇଛନ୍ତି। ଶୁକ୍ରବାର ସେ ବେଙ୍ଗାଲୁରୁର କେମ୍ପାଗୋଡ଼ା ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ମାତ୍ରେ ପୋଲିସ ତାଙ୍କୁ ଗିରଫ କରିଛି।

ନିଲମ୍ବିତ ଜେଡିଏସ୍‌ ଏମ୍‌ପି ପ୍ରଜ୍ୱଳ ଶହଶହ ମହିଳାଙ୍କୁ ଯୌନ ନିର୍ଯାତନା ଦେବା ସହ ଏହାର ଭିଡିଓ କରୁଥିବା ଅଭିଯୋଗ ହୋଇଥିଲା। ହାସନରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନ ପୂର୍ବରୁ ରେବନ୍ନାଙ୍କ ଭିଡିଓ ଭାଇରାଲ ହେବା ପରେ ସେ ସେ ଜର୍ମାନୀ ପଳାଇଥିଲେ।

କର୍ନାଟକ ପୋଲିସର ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ପ୍ରଜ୍ୱଳ ଭାରତରେ ପହଞ୍ଚିବା ବିଷୟରେ ଇଣ୍ଟରପୋଲରୁ ସୂଚନା ପାଇଥିଲା। ଏହା ପରେ ଏସ୍‌ଆଇଟି, ବେଙ୍ଗାଲୁରୁ ପୋଲିସ ଏବଂ ଇମିଗ୍ରେସନ ଅଧିକାରୀ ଶୁକ୍ରବାର ବିମାନବନ୍ଦରରେ ପହଞ୍ଚି ରେବନ୍ନା ଓହ୍ଲାଇବା ମାତ୍ରେ ଗିରଫ କରିଥିଲେ। ଏସ୍‌ଆଇଟି ବର୍ତ୍ତମାନ ଭାଇରାଲ ଭିଡିଓ ସମ୍ପର୍କରେ ତାଙ୍କୁ ପଚରାଉଚରା କରିବ। କିଛି ଦିନ ପୂର୍ବରୁ ପ୍ରଜ୍ୱଳ ଏକ ଭିଡିଓ ଜାରି କରି ଭାରତକୁ ଫେରିବା ବିଷୟରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri