ରିଚାଙ୍କ ସମର୍ଥନରେ ବାହାରିଲେ ପ୍ରକାଶ ରାଜ

ବମ୍ବେ: ଗଲଓ୍ବାନ୍‌ ଭ୍ୟାଲି ସମ୍ପର୍କିତ ଟୁଇଟ୍‌ କରି ଟ୍ରୋଲ୍‌ ହେଉଛନ୍ତି ବଲିଉଡ୍‌ ଅଭିନେତ୍ରୀ ରିଚା ଚଡ୍ଢା। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ର କିଛି କଳାକାର ମଧ୍ୟ ରିଚାଙ୍କ ବକ୍ତବ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ହେଲେ କିଛି ତାଙ୍କ ସମର୍ଥନରେ ବାହାରୁଥିବା ଦେଖାଯାଇଛି। ଏହି କ୍ରମରେ ଯୋଡ଼ି ହୋଇଛନ୍ତି ଦକ୍ଷିଣ ଭାରତର ଲୋକପ୍ରିୟ ଅଭିନେତା ପ୍ରକାଶ ରାଜ। ଅଭିନେତା ଏକ ଟୁଇଟ୍‌ କରି ‘ଆମେ ଆପଣଙ୍କ ସହ ଅଛୁ ରିଚା। ଆମେ ଜାଣୁ ତୁମେ କ’ଣ କହିବାକୁ ଚାହୁଁଛ’ ବୋଲି କହିଛନ୍ତି।

କହିରଖୁଛୁ ଯେ, ଭାରତୀୟ ସେନାର କମାଣ୍ଡର ଲେଫ୍ଟନାଣ୍ଟ ଉପେନ୍ଦ୍ର ଦ୍ୱିବେଦୀ ତାଙ୍କ ବିବୃତ୍ତିରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ପୁଣିଥରେ ନିଜର ଅଧିନକୁ ଆଣିବାକୁ ସରକାରଙ୍କ ଆଦେଶର ଅପେକ୍ଷାରେ ଅଛୁ ବୋଲି କହିଥିଲେ। ଏହାକୁ ନେଇ ରିଚା ଏକ ବିବାଦୀୟ ଟୁଇଟ୍‌ କରିଥିଲେ। ପରେ ଘଟଣାକୁ ନେଇ ତାଙ୍କୁ ଟ୍ରୋଲ କରାଯାଉଛି। ବିଶେଷକରି ଭାରତୀୟ ସୈନିକଙ୍କ ଶହୀଦକୁ ସେ ପରିହାସ କରିଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?