ମୁଁ ନିଶ୍ଚିତ ଯେ ଠିକ୍‌ ରାସ୍ତାରେ ଅଛି: ପ୍ରକୃତି ମିଶ୍ର

ଭୁବନେଶ୍ୱର,୨୩।୭: ଗୋଟିଏ ପଟେ ଓଲିଉଡ୍‌ ଅଭିନେତା ବାବୁସାନଙ୍କ ସହ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ସମ୍ପର୍କ ଥିବା କଥା ପଦାକୁ ଆସିଥିବା ବେଳେ ଅପରପକ୍ଷେ ପରସ୍ପରକୁ ଭଲ ବନ୍ଧୁ ବୋଲି କହୁଛନ୍ତି ଦୁହେଁ। ଏଭଳି ସ୍ଥିତିରେ ବାବୁସାନଙ୍କ ସ୍ତ୍ରୀ ତୃପ୍ତି କିନ୍ତୁ ତାହା ମିଛ। ଉଭୟ ଏକାଠି ରହୁଥିବା କହିଛନ୍ତି। ଏବେ ଉଭୟଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥାନାରେ ମଧ୍ୟ ପହଞ୍ଚିସାରିଲାଣି। ପ୍ରଥମେ ଅଭିନେତ୍ରୀଙ୍କ ମା’ବାପା ଆଉ ଏବେ ବାବୁସାନଙ୍କ ମା’ ତଥା ଅଭିନେତ୍ରୀ ଅପରାଜିତା ମହାନ୍ତି ବୋହୂଙ୍କ ସହ ଥାନାରେ ଅଭିଯୋଗ କରିଛନ୍ତି। ଏସବୁ ମଧ୍ୟରେ ପ୍ରକୃତି ସୋସିଆଲ ମିଡିଆରେ ପୋଷ୍ଟକୁ ନେଇ ଚର୍ଚ୍ଚାରେ।

ସେ ପୋଷ୍ଟ କରି କହିଛନ୍ତି, ପ୍ରତ୍ୟେକ କାହାଣୀର ଦୁଇଟି ପାର୍ଶ୍ୱ ଥାଏ। ଦୁର୍ଭାଗ୍ୟବଶତଃ ଆମେ ଏମିତି ଏକ ସମାଜରେ ବାସ କରୁଛୁ ଯେଉଁଠାରେ କିଛି ଶୁଣିବା ପୂର୍ବରୁ ହିଁ ମହିଳାଙ୍କୁ ଦୋଷୀ ସଜାଇ ଦିଆଯାଏ। ମୁଁ ଏବଂ ମୋର କୋ-ଷ୍ଟାର ବାବୁସାନ ଚେନ୍ନାଇରେ ରହୁଥିବା ଉତ୍କଳ ସମାଜର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବାହାରିଥିଲୁ। ସେହି ସମୟରେ ତାଙ୍କ ସ୍ତ୍ରୀ କିଛି ଗୁଣ୍ଡାଙ୍କୁ ଧରି ବାବୁସାନଙ୍କୁ ନିଯ୍ୟାତନା ଦେବା ସହ ମୋତେ ଅତର୍କିତ ଭାବେ ଶାରୀରିକ ଏବଂ ମାନସିକ ଆଘାତ ଦେଇଥିଲେ। ତାଙ୍କ ସ୍ତ୍ରୀଙ୍କ ଏଭଳି ବ୍ୟବହାର ମୋ’ ପକ୍ଷରେ ଆଦୌ ଗ୍ରହଣୀୟ ନୁହେଁ। ଯାହା ହେଉନା କାହିଁକି ମୁଁ ନିଶ୍ଚିତ ଯେ ଠିକ ରାସ୍ତାରେ ଅଛି। ଆଇନ ଉପରେ ମୋର ପୂରା ଭରସା ରହିଛି। ଆଗାମୀ ପରିସ୍ଥିତିକୁ ଧୌର୍ଯ୍ୟ ଏବଂ ସାହସର ସହ ସାମ୍ନା କରିବାକୁ ଆପଣଙ୍କର ସ୍ନେହ, ଶ୍ରଦ୍ଧା ଏବଂ ସମର୍ଥନର ଆବଶ୍ୟକତା କରୁଛି ବୋଲି ସେ ଲେଖିଛନ୍ତି। ପୋଷ୍ଟରେ ସେ ‘ଦ ଶୋ’ ମଷ୍ଟ ଗୋ’ ଅନ୍‌’ ବୋଲି କ୍ୟାପଶନରେ ଲେଖିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri