୨୪ ଘଣ୍ଟାରେ ଦ୍ୱିତୀୟ ଥର ଲାଗି ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୨୩।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଗୁରୁବାର ସକାଳ ୯ଟା ୩୦ ସମୟରେ ଓଡ଼ିଶା ଉପକୂଳ ଅବଦୁଲ କାଲାମ ଦୀପ ୪ ନଂ ଲଞ୍ଚ ପ୍ୟାଡ୍‌ରୁ ଲଗାତାର ଦ୍ୱିତୀୟ ଦିନ ପାଇଁ ଏହି ପରୀକ୍ଷଣ ହୋଇଛି। ତେବେ ଏହାର ଲମ୍ବ ଦଶ ମିଟର , ଓଜନ ପାଞ୍ଚ ଟନ୍‌। ଏହି କ୍ଷେପଣାସ୍ତ୍ର ପାଞ୍ଚ ଶହ କିମି ଲକ୍ଷ୍ୟ ଭେଦ କ୍ଷମତା ରହିଛି । ଏହା ଏକ ଟନ୍‌ ଓଜନର ଯୁଦ୍ଧାସ୍ତ୍ର ବହନ କରିପାରିବ ।

କହିରଖୁଛୁ, ‘ପ୍ରଳୟ’ ହେଉଛି ଏକ କଠିନ-ଇନ୍ଧନ ଭୂପୃଷ୍ଠରୁ ସଟ୍‌ ରେଞ୍ଜ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର। ମାର୍ଚ୍ଚ ୨୦୧୫ରେ ୩୩୨.୮୮ କୋଟି ବଜେଟ୍‌ ସହ କ୍ଷେପଣାସ୍ତ୍ରର ବିକାଶ ପାଇଁ ପ୍ରକଳ୍ପ ଅନୁମୋଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ

ଆଳି,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି।...

ହାତୀ ଆକ୍ରମଣରେ ଦମ୍ପତି ଗୁରୁତର

ନିରାକାରପୁର,୧୦।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁରରେ ବୁଧବାର ହାତୀ ଆକ୍ରମଣରେ ଏକ ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଲେଣ୍ଡୋ ପଞ୍ଚାୟତ...

ମିମ୍‌ସାର କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଧୂଆଁବାଣ ନ ହେଉ

ତାଳଚେର,୧୭।୫(ନି.ପ୍ର.) ତାଳଚେର ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍‌ସାର) କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଏକ ଧୂଆଁ ବାଣ...

୧୭ରେ ୯ ଗ୍ରୁପ୍‌ କରିବେ ଡଲ୍‌ଫିନ୍‌ ଗଣନା

ରାଜନଗର, ୧୫।୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌...

୪୮ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ଖଇରା ସରପଞ୍ଚ

ଖଇରା, ୧୦ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଜନଗହଳି ଉପରେ କଟକଣା ଲଗାଇବା ଉଦ୍ଦେଶ୍ୟରେ ସ୍ଥାନୀୟ ସରପଞ୍ଚ ସୁଦର୍ଶନ ସେଠୀ ୪୮ଘଣ୍ଟିଆ ଶଟ୍‌ଡାଉନ ଘୋଷଣା କରିଛନ୍ତି।...

ପୋଖରୀରୁ ମିଳିଲା କାର, ମୃତଦେହ: ସନ୍ଦେହରେ ଚାଲିଛି ଖୋଜାଖୋଜି

କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଜାମୁଡିହା ନିକଟ ଏନ୍‌ଏଚ୍‌-୪୯ରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର କେନ୍ଦୁଝର ଆଡ଼କୁ ଆସୁଥିବା ବେଳେ ଭାରସାମ୍ୟ...

୫ ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧(ବ୍ୟୁରୋ):ରାଜ୍ୟର ୪ ଜିଲାରେ ୫ଟି ଉଚ୍ଚ କ୍ଷମତାସମ୍ପନ୍ନ ଗ୍ରୀଡ୍‌ ସବ୍‌ଷ୍ଟେଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫୪...

ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୧୨ ଜଣ: ବିମାନର ୩୨ଜଣ, ୭ ବିଧାନସଭା କର୍ମଚାରୀ….

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ଅପରାହ୍ନ ସୁଦ୍ଧା ମୋଟ ୨୫୬ଟି ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ପୂର୍ବଭଳି ୩ଜଣ...

Advertisement
Archives

Model This Week