ଦଳ ବିରୋଧୀ ବିଧାୟକଙ୍କ ଉପରେ ତାତିଲେ ପ୍ରମିଳା, କହିଲେ…

ଭୁବନେଶ୍ୱର,୨୭।୪: ଦଳ ବିରୋଧୀ ବିଧାୟକଙ୍କ ଉପରେ ତାତିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଯେଉଁ ବିଧାୟକ ଦଳ ବିରୋଧୀ କାମ କରିଛନ୍ତି ତାଙ୍କର ଆବଶ୍ୟକତା ନାହିଁ।ବିଜେଡି ପକ୍ଷରୁ ମୁଖ୍ୟ ସଚେତକ ଭାବେ ମୁଁ ବାଚସ୍ପତିଙ୍କୁ ଲେଖିଛି। ଯେଉଁ ୮ ବିଧାୟକ ଦଳ ବିରୋଧୀ କାମ କରିଛନ୍ତି, ସେମାନଙ୍କର ଆବଶ୍ୟକ ନାହିଁ। ତୁରନ୍ତ ସଭ୍ୟ ପଦରୁ ବିଦା ହୁଅନ୍ତୁ, ନ ହେଲେ ନିଜ ଆଡୁ ପଦ ଛାଡ଼ନ୍ତୁ ବୋଲି ପ୍ରମିଳା କହିଛନ୍ତି।

ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଭେଟିବ ବିଜେଡି।

ବିଧାୟକ ଦେବୀ ତ୍ରିପାଠୀ, ସୌଦ୍ଭିକ ବିଶ୍ୱାଳ, ରମାକାନ୍ତ ଭୋଇ, ନବ ମଲ୍ଲିକ, ସୁବାସିନୀ ଜେନା ଓ ଚକ୍ରମଣି କହଁର ବିଜେଡିରୁ ନିଲମ୍ବିତ ହୋଇଛନ୍ତି। ପୂର୍ବରୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ୨ ବିଧାୟକ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ଙ୍କୁ ଆଗରୁ ନିଲମ୍ବିତ କରିଥିଲା ବିଜେଡି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri