Posted inରାଜ୍ୟ

ରାଜ୍ୟପାଳଙ୍କ ପୁଅଙ୍କଠାରୁ ମାଡ଼ ଖାଇ ବଦଳି ହେଲେ ଏଏସ୍‌ଓ, ଆଇନମନ୍ତ୍ରୀଙ୍କ ମନ୍ତବ୍ୟ ଦାୟିତ୍ୱହୀନ କହିଲେ…

ଭୁବନେଶ୍ୱର, ୨୩।୭: ବିଧାନସଭାରେ ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଅଚଳାବସ୍ଥା ଦେଖିବାକୁ ମିଳିଛି। ମଙ୍ଗଳବାର ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି। ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରତିକ୍ରିୟା ରଖି ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି।

ପ୍ରମିଳା ଗଣମାଧ୍ୟମକୁ କହିଛନ୍ତି, ଗତ ୭ ତାରିଖରେ ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିଲେ। ହେଲେ ତଦନ୍ତ କରାଗଲାନି। ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଏଏସ୍‌ଓଙ୍କ ସହ କଣ ଆଲୋଚନା କଲେ ତାହା ଜଣାପଡିଲାନି । ଓଲଟି ଏଏସ୍‌ଓଙ୍କୁ ବଦଳି କରିଦିଆଗଲା। ଏଏସ୍‌ଓଙ୍କୁ ମାଡମାରିବା ପରେ ବି ନ୍ୟାୟ ମିଳୁନି । ଘଟଣାରେ ଆଇନମନ୍ତ୍ରୀ ଦାୟିତ୍ୱହୀନ ମନ୍ତବ୍ୟ ଦେଉଛନ୍ତି । ଆଇନ ମନ୍ତ୍ରୀ କହୁଛନ୍ତି, ଜିଲାପାଳ ଘଟଣାର ତଦନ୍ତ କରୁଛନ୍ତି । କେଉଁଠି ଫୌଜଦାରୀ ମାମଲା ଜିଲାପାଳ ତଦନ୍ତ କରନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି। ଯଦି ଜିଲାପାଳ ତଦନ୍ତ କରୁଛନ୍ତି ତାହେଲେ ଏସ୍‌ପି, ଆଇଆଇସି କୁଆଡେ ଗଲେ । ଏଏସଓଙ୍କୁ କି ପ୍ରକାର ସୁରକ୍ଷା ଓ ନ୍ୟାୟ ଦିଆଯାଇଛି ମୁଖ୍ୟମନ୍ତ୍ରୀ ସେ ସମ୍ପର୍କରେ ଗୃହରେ ବିବୃତି ରଖନ୍ତୁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri