ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ…

ଭୁବନେଶ୍ୱର,୧୫।୪: ଭାଜପା ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଭାଜପା ସରକାର ମହାପୁରୁଷଙ୍କୁ ଉଚିତ୍‌ ସମ୍ମାନ ଦେଉନାହିଁ। ବିଜୁ ବାବୁଙ୍କ ମୂର୍ତ୍ତି ଭାଙ୍ଗିବା ସହ ଜାଳି ଦେଉଛନ୍ତି। ଏହା ଏକ ନିନ୍ଦନୀୟ ଘଟଣା।
ଅନ୍ୟପକ୍ଷେ ସେ କହିଛନ୍ତି। ବିଜେଡିକୁ କେହି ହାଇଯାକ କରିନାହାନ୍ତି। ରାଜା ଭାଇ ଯାହା କହିଛନ୍ତି ତାହା ତାଙ୍କ ବ୍ୟକ୍ତିଗତ କଥା ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ବଲାଙ୍ଗରୀ ଜିଲା ପାଟଣାଗଡ଼ ବ୍ରହ୍ମପୁରା ବ୍ଲକ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଜଣେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ନିଆଁ ଲଗାଇଦେଇଥିଲେ। ନିଆଁ ଲଗାଇଥିବା ବ୍ୟକ୍ତି ଥାନାରେ ଅଟକ  ଅଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri