ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ ରେଡ୍‌ କରିଛି ଭିଜିଲାନ୍ସ ଟିମ୍‌। ଭଦ୍ରକ ସହର ଉପକଣ୍ଠ ବାଗୁରାଇରେ ଥିବା ଘର, ଅର୍ନପାଳରେ ଥିବା ପୈତୃକ ଘର, ମାର୍କେଟ କମ୍ପ୍ଲେକ୍ସ, ବାସୁଦେବପୁରରେ ଥିବା ଶ୍ୱଶୁର ଘରେ ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରଖିଛି। ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝରର ଭିଜିଲାନ୍ସ ଟିମ୍‌ ଏକକାଳୀନ ୫ ଟି ସ୍ଥାନରେ ଚଢ଼ାଉ ଜାରି କରିଥିବା ସୂଚନା ମିଳିଛି। ଏହି ଟିମ୍‌ରେ ଜଣେ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି ଓ ୪ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ନେଲେ ଡିଜିପି ଅଭୟ: ୬ ଦିଗ ଉପରେ ଦେବେ ପ୍ରାଧାନ୍ୟ

କଟକ ଅଫିସ, ୧୦।୧୨:ରାଜ୍ୟରେ ଆଉ ଚାଲିବନି ମାଫିଆ ରାଜ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର...

୯ ସମବାୟ ସମିତିରେ ବିହନ ନାହିଁ

ବଅଁରପାଳ, ୨୮ା୫(ଡି.ଏନ.ଏ.)ବଅଁରପାଳ ବ୍ଲକର ଚାଷୀଙ୍କୁ ମିଳୁନି ଧାନ ବିହନ। ଜମିରେ ଚାଷ ଆରମ୍ଭ ହୋଇଥିଲେ ମଧ୍ୟ ବିହନ ଅଭାବ ସେମାନଙ୍କ ଚିନ୍ତା ବଢାଇଛି। ବ୍ଲକ ଅଧୀନରେ...

୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ

ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ...

୧୫୦ ବର୍ଷ ପରେ ଗୁରୁ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡ଼ୁଥିବା ଖବର କ’ଣ ସତ ? ଜାଣନ୍ତୁ ଏହାର ରହସ୍ୟ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ପଡ଼ୁଥିବା ଚନ୍ଦ୍ରଗ୍ରହଣକୁ ନେଇ ସୋସିଆଲ ମିଡିଆ ଏବଂ କିଛି ଗଣମାଧ୍ୟମରେ ପ୍ରଚାର କରାଯାଉଥିବା ଖବର ବିଭ୍ରାନ୍ତିକର । ଜୁଲାଇ ୧୭ରେ ପଡ଼ୁଥିବା ଗ୍ରହଣ...

ଶ୍ରୀମନ୍ଦିର ପାଖ ୧୦୦ମିଟର ନିଷିଦ୍ଧାଞ୍ଚଳ, ନ୍ୟାଶନାଲ ମନୁମେଣ୍ଟର ପ୍ରସ୍ତାବିତ ବାଇ-ଲ ପ୍ରକାଶ

ପୁରୀ ଅଫିସ,୭।୨: ନ୍ୟାଶନାଲ୍‌ ମନୁମେଣ୍ଟ ଆକ୍ଟ(ଏନ୍‌ଏମ୍‌ଏ) ଅନୁସାରେ ଶ୍ରୀମନ୍ଦିର ପାଇଁ ପ୍ରସ୍ତାବିତ ବାଇ-ଲ ପ୍ରସ୍ତୁତ କରାଯାଇଛି। ଏଥିରେ ଶ୍ରୀମନ୍ଦିର ଐତିହ୍ୟ ସଂକ୍ରାନ୍ତ ଚିଠା ସର୍ବସାଧାରଣଙ୍କ ଅବଗତି...

ଶ୍ରେଣୀଗୃହ ବିପଦସଙ୍କୁଳ, ଭୟଭୀତ ଅବସ୍ଥାରେ ଛାତ୍ରୀଛାତ୍ର

ଜମନକିରା,୩୧।୭(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତ ସରେଇ ଗାଁସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶେଣୀଗୃହ ଅତ୍ୟନ୍ତ ଶୋଚନୀୟ ହୋଇ ପଡ଼ିଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା...

ସ୍ବର୍ଗଦ୍ୱାରରୁ ହଟିଲା କଟକଣା

ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ...

ଜୁଲାଇ ପହିଲାରୁ ରାଜ୍ୟରେ ପଲିଥିନ ନିଷେଧ; ଗଣିବେ ୫୦୦୦ ଯାଏ ଜରିମାନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ)-ଆସନ୍ତା ଜୁଲାଇ ପହିଲାରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ...

Advertisement
Archives

Model This Week