Posted inଖେଳ

ସସ୍‌ପେଣ୍ଡକୁ ନେଇ ମୁହଁ ଖୋଲିଲେ ପ୍ରମୋଦ ଭଗତ, କହିଲେ ମୁଁ ଗଭୀର ଭାବେ…

ନୂଆଦିଲ୍ଲୀ,୧୩।୮: ସସ୍‌ପେଣ୍ଡକୁ ନେଇ ପାରା ସଟଲର୍‌ ପ୍ରମୋଦ ଭଗତଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରମୋଦ କହିଛନ୍ତି, ଏହା ଏକ ଟେକ୍ନିକାଲ ଇସ୍ୟୁ, ମୋର କିଛି ଭୁଲ ନାହିଁ । ଏହା ୱାଡ଼ାର ବହୁତ ବଡ଼ କଠିନ ନିଷ୍ପତ୍ତି, ମୁଁ ଗଭୀର ଭାବେ ଦୁଃଖିତ। ତଥାପି ପୁନଃ ବିଚାର ଲାଗି ମୁଁ ଆବେଦନ କରିବି ବୋଲି ପ୍ରମୋଦ କହିଛନ୍ତି।

ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ବିଶ୍ବ ବ୍ୟାଡମିଣ୍ଟନ ଫେଡେରେଶନ ୧୮ ମାସ ପାଇଁ ସସ୍‌ପେଣ୍ଡ କରିଛି। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ସେ ସସ୍‌ପେଣ୍ଡ ହୋଇଛନ୍ତି। ଫଳରେ ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି। ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦଙ୍କୁ ସ୍ବର୍ଣ୍ଣ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri