ପ୍ରମୋଦ ପାଇବେ ପଦ୍ମଶ୍ରୀ

ଭୁବନେଶ୍ୱର,୨୫।୧: ଓଡ଼ିଶାର ସୁନା ପୁଅ ତଥା ଭାରତ ପାଇଁ ବିଶ୍ୱସ୍ତରରେ ଗୌରବ ଆଣିଥିବା ପ୍ରମୋଦ ଭଗତଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ। ପ୍ରଥମ ପାରା ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ଭାବେ ସେ ଏହି ସମ୍ମାନରେ ସମ୍ମାନିତ ହେବାକୁ ଯାଉଛନ୍ତି। ୨୦୨୧ରେ ପାରା ଅଲିମ୍ପିକ୍‌ ବ୍ୟାଡ୍‌ମିଣ୍ଟନ୍‌ ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତି ସେ ଚର୍ଚ୍ଚାକୁ ଆସିଥିଲେ। ଏହାପରେ ୨୦୨୧ ଅକ୍ଟୋବରରେ ପ୍ରମୋଦଙ୍କୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର ମିଳିଥିଲା। ଏବେ ଏହି ସମ୍ମାନ ମିଳିବା ଲାଗି ସେ ଖୁସିବ୍ୟକ୍ତ କରିବା ସହ ତାଙ୍କୁ ଆଗକୁ ଆହୁରି ଭଲ ଖେଳିବା ଲାଗି ପ୍ରୋତ୍ସାହିତ କରିବ ବୋଲି ସେ କହିଛନ୍ତି। ଚଳିତ ବର୍ଷ ସେ ୧୦ରୁ ଅଧିକ ଟୁର୍ନାମେଣ୍ଟ ଖେଳିବେ। ସେଥିଲାଗି ସେ ଆଶାବାଦୀ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭାବିକ ହୋଇନାହିଁ ବ୍ୟବସାୟ

ସମ୍ବଲପୁର,୪ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥର ମାଡ଼, ପୋଡ଼ାଜଳା, ଆକ୍ରମଣ, ହତ୍ୟା ଭଳି ଘଟଣା ଘଟିଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ...

ଜମିଲା କୋସଲି କବିତା ଆସର

ଲୋଇସିଂହା,୨୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହା ଥାନ ଅନ୍ତର୍ଗତ ରୁଗୁଡିଖାଲ ମାନସ ବିହାରଠାରେ ଡୁଙ୍ଗରିପାଲିି ନୂଆଁ ସକାଳ ପବ୍ଲିକେସନ ଆନୁକୂଲ୍ୟରେ ସିର୍‌ଜିନା ପରବ୍‌-୨୦୨୦ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍‌...

କିଟ୍‌ରେ ଭାରତର ପ୍ରଥମ ଜାତୀୟ ଭଲିବଲ ଏକାଡେମୀ

ଭୁବନେଶ୍ୱର, ୫।୯ (ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଭାରତର ପ୍ରଥମ ଜାତୀୟ ଭଲିବଲ ଏକାଡେମୀ ପ୍ରତିଷ୍ଠା ହୋଇଛି। ସୋମବାର ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର...

କାହିଁକି ଏକାସଙ୍ଗେ ବ୍ୟାଟିଂ ପାଇଁ ଆସିଥିଲେ ପନ୍ତ, ଆୟାର

ବେଙ୍ଗାଲୁରୁ,୨୩।୯: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ ବିପକ୍ଷରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍‌କୁ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳ ୯ଉଇକେଟରେ ଜିତି ନେଇଛି। ଏହି...

କରୋନା: ତଥ୍ୟ ଦେବେ ଘରୋଇ ହସ୍ପିଟାଲ, ହୋଟେଲ,ଏସ୍‌ଓପି ଜାରି କଲା ବିଏମ୍‌ସି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ଓ ହୋଟେଲ କର୍ତ୍ତୃପକ୍ଷଙ୍କ ପାଇଁ ନୂଆ ଏସ୍‌ଓପି...

ସେଲଫି ବିବାଦ ପରେ ପ୍ରଥମଥର ମୁହଁ ଖୋଲିଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ,୯।୩: ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ ଗତ କିଛି ଦିନ ହେବ ଭଲ ଚାଲିନାହିଁ। ଭାରତୀୟ କ୍ରିକେଟ ଟିମ୍‌ରୁ ବାଦ୍‌ ପଡିବା ସହ ବିବାଦରେ ଛନ୍ଦି...

ଔଷଧ ଡିପୋ, ହସ୍ପିଟାଲରେ ଚଢ଼ାଉ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୨୧।୪: କୋଭିଡ ମହାମାରୀ ସମୟରେ ଔଷଧ ଓ ଚିକିତ୍ସା ଉପକରଣ ବେଆଇନ ଭାବେ ଗଚ୍ଛିତ ଓ କଳାବଜାର ରୋକିବା ନେଇ ଗଠିତ...

ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା...

Advertisement
Archives

Model This Week