ପ୍ରମୋଦ ପାଇବେ ପଦ୍ମଶ୍ରୀ

ଭୁବନେଶ୍ୱର,୨୫।୧: ଓଡ଼ିଶାର ସୁନା ପୁଅ ତଥା ଭାରତ ପାଇଁ ବିଶ୍ୱସ୍ତରରେ ଗୌରବ ଆଣିଥିବା ପ୍ରମୋଦ ଭଗତଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ। ପ୍ରଥମ ପାରା ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ଭାବେ ସେ ଏହି ସମ୍ମାନରେ ସମ୍ମାନିତ ହେବାକୁ ଯାଉଛନ୍ତି। ୨୦୨୧ରେ ପାରା ଅଲିମ୍ପିକ୍‌ ବ୍ୟାଡ୍‌ମିଣ୍ଟନ୍‌ ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତି ସେ ଚର୍ଚ୍ଚାକୁ ଆସିଥିଲେ। ଏହାପରେ ୨୦୨୧ ଅକ୍ଟୋବରରେ ପ୍ରମୋଦଙ୍କୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ପୁରସ୍କାର ମିଳିଥିଲା। ଏବେ ଏହି ସମ୍ମାନ ମିଳିବା ଲାଗି ସେ ଖୁସିବ୍ୟକ୍ତ କରିବା ସହ ତାଙ୍କୁ ଆଗକୁ ଆହୁରି ଭଲ ଖେଳିବା ଲାଗି ପ୍ରୋତ୍ସାହିତ କରିବ ବୋଲି ସେ କହିଛନ୍ତି। ଚଳିତ ବର୍ଷ ସେ ୧୦ରୁ ଅଧିକ ଟୁର୍ନାମେଣ୍ଟ ଖେଳିବେ। ସେଥିଲାଗି ସେ ଆଶାବାଦୀ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୋଲିବ ୬୫ ସିଭିଲ୍‌ ଜଜ୍‌ କୋର୍ଟ

କଟକ ଅଫିସ,୮ା୮ -ରାଜ୍ୟରେ ଆଉ ୬୫ଟି ସିଭିଲ୍‌ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ୍‌) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଜେଏମ୍‌ଏଫ୍‌ସି) କୋର୍ଟ ଖୋଲାଯିବ। ଏନେଇ...

ସତ୍ୟବାଦୀ ନିର୍ବାଚନମଣ୍ଡଳୀ: ୧୧ ବୁଥ୍‌ରେ ସାନି ମତଦାନ ଦାବି

ପୁରୀ ଅଫିସ,୨୫ା୪: ସତ୍ୟବାଦୀ ନିର୍ବାଚନମଣ୍ଡଳୀର ୭୮ ନଂ. ବୁଥ୍‌ରେ ଭାଜପା ଏଜେଣ୍ଟଙ୍କୁ ପୂରାଇ ଦିଆଯାଇ ନ ଥିବା ଅଭିଯୋଗ ଆଣିଛନ୍ତି ଭାଜପାର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର...

କାଠଯୋଡ଼ିକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ):କାଠଯୋଡ଼ିରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଉଛନ୍ତି ସପନ କୁମାର ବେହେରା । ମଙ୍ଗଳବାର ରାତିରୁ ସେ ନଦୀକୁ ଡେଇଁ ପଡ଼ିଥିଲେ।...

ଭାରତକୁ ହରାଇଥିବାରୁ ଗର୍ବିତ: ଆଫ୍ରିଦୀ

ଦୁବାଇ,୨୫।୧୦: ବିଶ୍ୱକପ୍‌ରେ ପ୍ରଥମଥର ପାଇଁ ଭାରତକୁ ହରାଇଥିବାରୁ ଗର୍ବ ଅନୁଭବ କରୁଛି ବୋଲି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିବା ପାକିସ୍ତାନ ଦ୍ରୁତ ବୋଲର...

ନାବାଳିକାଙ୍କୁ ବଳାତ୍କାର: ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୬।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଏୟାରଫିଲ୍ମ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ଶନିବାର ଏୟାରଫିଲ୍ମ...

ଅନ୍‌ଲାଇନ୍‌ରେ ହେବ ପ୍ରେକ୍ଷାଳୟ ବୁକିଂ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ପ୍ରେକ୍ଷାଳୟ ଏବଂ ମଣ୍ଡପଗୁଡ଼ିକୁ ଏଣିକି ଘରେ ବସି ଅନ୍‌ଲାଇନ୍‌ରେ ବୁକିଂ କରିହେବ।...

ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫-ଟି’ ସଚିବ:ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଝାରସୁଗୁଡ଼ା ଅଫିସ/ ଲଖନପୁର,୮।୧(ଡି.ଏନ୍‌.ଏ.):‘୫-ଟି’ ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଉତ୍ତମ...

ନିର୍ବାଚନ ପରବର୍ତ୍ତୀ ହିଂସା: କାର୍‌ ଜାଳିଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ବ୍ଲକ କାଇପଦର ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ବିଜୟୀ ସରପଞ୍ଚଙ୍କ ସମ୍ପର୍କୀୟ ମାନସ ରଞ୍ଜନ ରାଉତରାୟଙ୍କ କାର୍‌ରେ ବୁଧବାର...

Advertisement
Archives

Model This Week