ଭୁବନେଶ୍ୱର, ୨୦।୫ (କ୍ରୀଡ଼ା ପ୍ରତିନିଧି): ବାହାରିନ୍ର ମାନାମାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ସିଙ୍ଗଲ୍ସ ପ୍ରି-କ୍ୱାର୍ଟର ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ଓ ଦିଲେଶ୍ୱର ରାଓ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ସିଙ୍ଗଲ୍ସ ମ୍ୟାଚରେ ପ୍ରମୋଦ ବାହାରିନ୍ର ହୁସେନ ଏମ୍ଡି. ମିର୍ଶ ଅବଦୁଲ ରହମନଙ୍କୁ ୨୧-୮, ୨୧-୪ରେ ପରାସ୍ତ କରିଛନ୍ତି। ମିକ୍ସଡ ଡବଲ୍ସରେ ପ୍ରମୋଦ ଓ ମନୀଷା ରାମଦାସ ଯୋଡ଼ି ଫ୍ରାନ୍ସର ମାଥ୍ୟୁ ଥୋମାସ ଓ ମାଉଦ ଲେଫୋର୍ଟ ଯୋଡ଼ିଙ୍କୁ ୨୧-୧୮, ୨୧-୧୨ରେ ହରାଇ ଦେଇଛନ୍ତି। ସେହିପରି ପ୍ରମୋଦ ଡବଲ୍ସରେ ସୁକାନ୍ତ କଦମଙ୍କୁ ସାଥିକରି କାମେରୁନ୍ର ଇମାନୁଏଲ ପିନୋଚେଟ ଅମୋଉଗୁଲ ଓ ଇଟିଏନେ ସୋଙ୍ଗା ବିଜୋକାଙ୍କୁ ୨୧-୭, ୨୧-୮ରେ ହରାଇଛନ୍ତି। ଦିଲେଶ୍ୱର ରାଓ ୟୁକ୍ରେନର ଓଲେକଜାଣ୍ଡର ଚିର୍କୋଭଙ୍କଠାରୁ ହାରିଯାଇଥିଲେ ମଧ୍ୟ ୩ ମ୍ୟାଚରୁ ୨ଟିରେ ବିଜୟୀ ହୋଇଥିବାରୁ ପ୍ରି-କ୍ୱାର୍ଟରରେ ପହଞ୍ଚତ୍ଛନ୍ତି। ଡବଲ୍ସରେ ଦିଲେଶ୍ୱର-ଶୁଭ୍ରଜିତ ମହାରଣା ଯୋଡ଼ି ପେରୁର ରେଞ୍ଜୋ ଡିକ୍ୱେଜ ବନ୍ସେସ ମୋରାଲେସ ଓ ପେତ୍ରୋ ପାବ୍ଲୋ ଡି ଭିନାଟାଙ୍କୁ ୨୧-୯, ୨୧-୧୯ରେ ପରାସ୍ତ କରିଛନ୍ତି। ଅନ୍ୟ ୨ଟି ଡବଲ୍ସ ମ୍ୟାଚରେ ଦୀପ୍ ରଞ୍ଜନ ବିଷୋୟୀ ଓ ମନୋଜ ସରକାରଙ୍କ ଯୋଡ଼ି ଚାଇନାର ଗାଓ ୟୁୟାଙ୍ଗ୍ ଓ ୟାଙ୍ଗ୍ ଜିଆନୟୁଆନଙ୍କୁ ଏବଂ ସେହି ଦେଶର ଡୋମିନିକ୍ ବୁଜ୍ବର୍ଗର ଓ ମାଉରିନ୍ ଷ୍ଟୁବିଙ୍କୁ ହରାଇ ଦେଇଛନ୍ତି।
ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…
ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…
ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…
ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…
ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….
ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…
ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର
ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…
କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….
ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର
ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…
‘ଏହା କ୍ରିକେଟ୍ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍ ଚେଜ୍ କରିବା ପରେ ବି ରାଗିଗଲେ ହେଡ୍ କୋଚ୍ ଗମ୍ଭୀର…ଜାଣନ୍ତୁ କାରଣ
ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍ରେ ୪୦୬ ରନ୍ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍କୁ ନେଇ…
ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍, ୨ ଗେଟ୍ରେ ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

