Posted inଖେଳ

ସିଙ୍ଗଲ୍ସ, ଡବଲ୍ସ ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୩।୫,,(କ୍ରୀଡ଼ା ପ୍ରତିନିଧି): ବାହାରିନ୍‌ର ମାନାମାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଦୀପ୍‌ରଞ୍ଜନ ବିଷୋୟୀ ସିଙ୍ଗଲ୍ସ ସେମିଫାଇନାଲରେ ହାରିଯାଇଥିବାରୁ ବ୍ରୋଞ୍ଜ୍‌ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ସେହିପରି ମିକ୍ସଡ ଡବଲ୍ସ ସେମିଫାଇନାଲରେ ପରାଜିତ ହୋଇଥିବାରୁ ପ୍ରମୋଦ ଓ ମନୀଷା ରାମଦାସ ଯୋଡ଼ି ବ୍ରୋଞ୍ଜ୍‌ ପଦକ ପାଇଛନ୍ତି। ସୋମବାର ଅନୁଷ୍ଠିତ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରମୋଦ ନିଜ ଦେଶର ମନୋଜ ସରକାରଙ୍କୁ ୨୧-୧୦, ୨୧-୧୭ରେ ପରାସ୍ତ କରିଛନ୍ତି। ଫାଇନାଲରେ ସେ ନିଜ ଦେଶର ନୀତେଶ କୁମାରଙ୍କୁ ଭେଟିବେ। ସେହିପରି ପ୍ରମୋଦ ଓ ସୁକାନ୍ତ କଦମ ଯୋଡ଼ି ଡବଲ୍ସ ସେମିରେ ଦୀପ୍‌ ରଞ୍ଜନ ବିଷୋୟୀ ଓ ମନୋଜ ସରକାରଙ୍କୁ ୨୧-୧୫, ୨୧-୧୬ରେ ହରାଇ ଦେଇଛନ୍ତି। ଫାଇନାଲରେ ଏହି ଯୋଡ଼ି ନିଜ ଦେଶର ତରୁଣ ଓ ନୀତେଶ କୁମାରଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?