କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ହେଲେ ପ୍ରମୋଦ ପଟ୍ଟନାୟକ: ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

କେନ୍ଦୁଝର,୬।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜେଡିର କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ବିଜେଡି ନେତା ପ୍ରମୋଦ ପଟ୍ଟନାୟକଙ୍କ ନାମ ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ନବୀନ
ପଟ୍ଟନାୟକ, ତାଙ୍କ ନାମ ଘୋଷଣା କରିଛନ୍ତି। ଛାତ୍ର ଜୀବନରୁ ରାଜନୀତି
କ୍ୟାରିୟର ଆରମ୍ଭ କରିଥିବା ପ୍ରମୋଦଙ୍କ ଘର ସ୍ଥାନୀୟ ସଦର ବ୍ଲକ ବୋଦାପଳସା ଗ୍ରାମ। ତାଙ୍କ ନାମ ଘୋଷଣା ପରେ ଶୁଭେଚ୍ଛୁ, ଦଳୀୟ କର୍ମୀଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଦେଖା ଦେଇଛି। ତାଙ୍କର ଦଳ ପ୍ରତି ନିଷ୍ଠା ଓ ଲଭ ବ୍ୟବହାର, ଆଚରଣ ତଥା ସେବା ମନୋଭାବ ପାଇଁ ତାଙ୍କର ସ୍ବତନ୍ତ୍ର ଲୋକପ୍ରିୟତା ରହିଛି । ଏହି ଅବସରରେ ନବୀନ ଖୋର୍ଦ୍ଧା ଓ ବାଲେଶ୍ବରର ଜିଲା ସଭାପତି ଭାବେ ଯଥାକ୍ରମେ ରାଜେନ୍ଦ୍ର ସାହୁ ଓ ଜ୍ୟୋତି ପାଣିଗ୍ରାହୀଙ୍କୁ ନିଯୁକ୍ତି ଦେଇଛନ୍ତି । ଏହାବ୍ୟତୀତ ଖୋର୍ଦ୍ଧା,
ବାଲେଶ୍ବର, ଅନୁଗୁଳ, ବୌଦ୍ଧ ଓ ଢେଙ୍କାନାଳ ଜିଲାର କାର୍ଯ୍ୟକାରୀ ସଭାପତି ଭାବେ ମନ୍ମଥ ରାଉତରାୟ, ଗୌତମବୁଦ୍ଧ ଦାସ, ନଳିନୀ ପ୍ରଧାନ, ମହୀଧର ରଣା ଓ ନରୋତ୍ତମ ସାହୁଙ୍କ ନାମ ଘୋଷଣା କରାଯାଇଛି। ପ୍ରମୋଦ ପଟ୍ଟନାୟକଙ୍କ ନୂଆ ପଦବୀ ପରେ କେନ୍ଦୁଝର ବିଜେଡିିର କର୍ମୀ ମହଲରେ ଖୁସି ଓ ଉତ୍ସାହ ଖେଳିଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri