Posted inଜାତୀୟ

ପୁଣି ଗୋଆରେ ମୁଖ୍ୟମନ୍ତ୍ରୀ ହେବେ ପ୍ରମୋଦ

ପାଣାଜୀ,୧୨।୩: ୨୦୨୨ରେ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପା ୪୦ଟି ସିଟ୍‌ ମଧ୍ୟରୁ ୨୦ଟି ହାସଲ କରିଛି। କିନ୍ତୁ ସଂଖ୍ୟାଗରିଷ୍ଠତା ହାସଲ କରି ନଥିବା ବେଳେ ନିର୍ବାଚିତ ସ୍ବାଧୀନ ପ୍ରାର୍ଥୀଙ୍କ ସମର୍ଥନ ମିଳିଛି। ଅନ୍ୟପକ୍ଷେ ପ୍ରମୋଦ ସାୱନ୍ତଙ୍କ ନେତୃତ୍ୱରେ ଗୋଆରେ ପୁଣି ସରକାର ଗଠନ କରିବ ବୋଲି ଭାଜପା ପକ୍ଷରୁ କୁହାଯାଇଛିି। ଗୋଆରେ ଭାଜପାର ନିର୍ବାଚନ ଦାୟିତ୍ୱରେ ଥିବା ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରମୋଦ ସାୱନ୍ତଙ୍କ ନାମକୁ ଅନୁମୋଦନ କରଛନ୍ତିି। ଏଥିସହ ତାଙ୍କ ନାମ ରାଜ୍ୟ ଭାଜପାକୁ ଜଣାଯାଇଛି। ସୋମବାର ଗୋଆରେ ସରକାର ଗଠନ ଦାବିରେ ପ୍ରମୋଦ ସାୱନ୍ତ ରାଜ୍ୟପାଳଙ୍କୁ ଭେଟିବାର ସମ୍ଭାବନା ରହିଛି। ଶନିବାର ରାତିରେ କିମ୍ବା ରବିବାର ସକାଳେ ଭାଜପାର ସାଧାରଣ ପର୍ଯ୍ୟବେକ୍ଷକ ଗୋଆକୁ ଆସିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri