Categories: ଜାତୀୟ

ପ୍ରମୋଦ ସାଓ୍ବନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୋଦି

ପଣଜୀ,୨୭।୩: ଭାଜପା ନେତା ପ୍ରମୋଦ ସାଓ୍ବନ୍ତ ସୋମବାର ଦ୍ୱିତୀୟ ଥର ଲାଗି ଗୋଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଭାଜପାର ଶୀର୍ଷ ନେତୃବୃନ୍ଦ ଯୋଗଦେବେ। ପୂର୍ବାହ୍ନ ୧୧ଟାରେ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଯୋଗଦେବା ଆଶା କରାଯାଉଛି।

Share