ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ଓଡ଼ିଶାର ଛପାକ ଗର୍ଲ

ଜଗତସିଂହପୁର,୧।୩: ଓଡ଼ିଶାର ଛପାକ ଗର୍ଲ ପ୍ରମୋଦିନୀ ରାଉଳ ସେମବାର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ନିଜର ବନ୍ଧୁ ସରୋଜଙ୍କୁ ଜୀବନସାଥୀ ଭାବେ ଗ୍ରହଣ କରିବେ । ଏସିଡ୍‌ ଆକ୍ରମଣରେ ତାଙ୍କର ସମ୍ପୂର୍ଣ୍ଣ ଚେହେରା ଜଳିଯାଇଥିଲେ ମଧ୍ୟ ସରୋଜ ତାଙ୍କୁ ହୃଦୟ ଦେଇ ଭସିଛନ୍ତି । ଯେଉଁ ସମୟରେ ପ୍ରମୋଦିନୀ ଜୀବନ ବଞ୍ଚାଇବା ସଂଘର୍ଷ କରୁଥିଲେ ସେହି ସମୟରେ ତାଙ୍କୁ ସହଯୋଗର ହାତ ବଢ଼ାଇଥିଲେ ସରୋଜ। ଦୀର୍ଘ ୫ ବର୍ଷର ପ୍ରେମ ସମ୍ପର୍କ ପରେ ଉଭୟ ପରିବାରର ସହମତି କ୍ରମେ ସୋମବାର ବିବାହ ବନ୍ଧନରେ ବାନ୍ଧି ହେବେ।
ସୂଚନାଯୋଗ୍ୟ, ୨୦୦୯ ମସିହାରେ ତିର୍ତ୍ତୋଲସ୍ଥିତ ଆଦିକବି ସାରଳା ଦାସ କଲେଜରେ ଯୁକ୍ତ ୨ ପଢ଼ୁଥିବା ସମୟରେ ପ୍ରମୋଦିନୀ ଏସିଡ ଆକ୍ରମଣର ଶିକାର ହୋଇଥିଲେ । ଏପ୍ରିଲ ୧୮ ତାରିଖରେ ଏସିଡ ଆକ୍ରମଣର ଶିକାର ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ୨୦୦୯ରୁ ୨୦୧୪ ମସିହା ପର୍ଯ୍ୟନ୍ତ କୋମାରେ ହିଁ ରହିଥିଲେ । ଏହା ପରେ ପ୍ରମୋଦିନୀ ଧୀରେଧୀରେ ସୁସ୍ଥ ହେବା ଆରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri