ପ୍ରମାଣ ନଷ୍ଟ କରିବାକୁ ଯାଇ ଘର ଭାଙ୍ଗୁଛନ୍ତି କି ବବି? ମୁହଁ ଖୋଲୁନାହାନ୍ତି କେହି

ଭୁବନେଶ୍ୱର,୨୫।୬: ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସରକାରୀ କ୍ୱାର୍ଟର୍ସ ପରିସରରେ ନିର୍ମାଣ କରିଥିବା ରାଜପ୍ରସାଦ ପରି ଘରକୁ ଏବେ ଭାଙ୍ଗିବାରେ ଲାଗିଛନ୍ତି।

ଆଜି ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଉକ୍ତ କ୍ୱାର୍ଟର୍ସ ପରିସରେ ଜଣେ ଖବରଦାତାଙ୍କୁ ତାଲା ପକାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ସଚିବାଳୟ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମାତ୍ର ୫୦୦ ମିଟର ଭିତରେ ଥିବା ଏହି ସରକାରୀ କ୍ୱାର୍ଟର୍ସକୁ ବବି କିଭଳି ଭାଙ୍ଗୁଛନ୍ତି ତାହା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ।

କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିଲେ ଘର। ଯଦି କରିଥିଲେ କାହା ଅନୁମତିରେ କରିଥିଲେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ବାହାର ପଟୁ ତାଲା ପକାଇ ଭିତର ପଟୁ ଭଙ୍ଗାରୁଜା ଚାଲିଛି। କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ସ୍ପଷ୍ଟ ଜଣାପଡିନାହିଁ। ଏନେଇ ପ୍ରଣବ ପ୍ରକାଶ ଏନେଇ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri