Posted inଜାତୀୟ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ, ୩୧।୮-ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ପରଲୋକ ହୋଇଯାଇଛି। ଏ ନେଇ ତାଙ୍କ ପୁଅ ଅଭିଜିତ୍‌ ମୁଖାର୍ଜୀ ଟୁଇଟ କରି ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଅଗଷ୍ଟ ୧୦ରୁ ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଆଜି ଶେଷ ନିଶ୍ୱସ ତ୍ୟାଗ କରିଛନ୍ତି।
ଭାରତୀୟ ରାଜନୀତିରେ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ପ୍ରଣବ ସକ୍ରିୟ ଥିଲେ। ସେହିପରି ଭାରତର ରାଷ୍ଟ୍ରପତି ବ୍ୟତୀତ ପ୍ରଣବ ଦା’ ଦେଶର ଅର୍ଥମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ୨୦୧୨ରୁ ୨୦୧୭ ଯାଏ ସେ ଦେଶର ୧୩ତମ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରିଥିଲେ। ଗତବର୍ଷ ଭାରତରତ୍ନ ସମ୍ମାନରେ ମଧ୍ୟ ଆଭୂଷିତ ହୋଇଥିଲେ। ୧୯୩୫ ମସିହା ଡିସେମ୍ବର ୧୧ରେ କୋଲକାତାର ମିରାଟିରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ଯୁଦ୍ଧ ପାଇଁ ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୨୪।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଠାରେ ଜାଣିଶୁଣି ଚାଇନା ସୀମା ବିବାଦକୁ ଅଧିକ ସଙ୍କଟ ଜନକ...

ଇତିହାସ ପାଲଟିବ ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି

ମୁମ୍ବାଇ,୧୩।୧୦: ଦିନେ ଲୋକପ୍ରିୟ ଥିବା ପ୍ରିମିୟର ପଦ୍ମିନୀ ଟ୍ୟାକ୍ସି ଆଉ ଗୋଟିଏ ବର୍ଷ ପରେ ଇତିହାସ ପାଲଟିବ। ଆସନ୍ତା ୨୦୨୦ ଜୁନ୍‌ଠାରୁ ମାୟାନଗରୀ ମୁମ୍ବାଇରେ ପ୍ରିମିୟର...

ପରିବାରରୁ ଜଣକୁ ଚାକିରି: ଯୋଗୀ

ଲକ୍ଷ୍ନୌ,୪।୮: ଉତ୍ତରପ୍ରଦେଶରେ ପ୍ରତି ପରିବାରରୁ ଅନୂ୍ୟନ ଜଣକୁ ନିଶ୍ଚୟ ସରକାରୀ ଚାକିରି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଏକ...

ଏନକାଉଣ୍ଟରରେ ଜୈଶ-ଏ-ମହମ୍ମଦର ଟପ୍‌ କମାଣ୍ଡର ସଫା

ଶ୍ରୀନଗର,୧୩।୧୦: ଜମ୍ମୁ-କଶ୍ମୀରର ଅବନ୍ତିପୋରାର ଟ୍ରାଲ ଅଞ୍ଚଳରେ ଅବସ୍ଥିତ ତିଲୱାନି ମୋହଲ୍ଲା ୱାଗ୍ଗଡରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ...

ହେଟ୍‌ ସ୍ପିଚ୍‌ ମାମଲା, କୌଣସି ସମ୍ପ୍ରଦାୟ ବିରୋଧରେ ଦିଆଯାଇନି ମନ୍ତବ୍ୟ, ଏସ୍‌ସିରେ ଦିଲ୍ଲୀ ପୋଲିସ ପକ୍ଷରୁ ଜବାବ ଦାଖଲ…

ନୂଆଦିଲ୍ଲୀ, ୧୪।୪ : ଧର୍ମସଂସଦ ହେଟ୍‌ ସ୍ପିଚ୍‌ ମାମଲାରେ ଦାଖଲ ହୋଇଥିବା ଆବେଦନକୁ ଖାରଜ କରିବା ପାଇଁ ସୁପ୍ରିମକୋର୍ଟ(ଏସ୍‌ସି)ରେ ଦିଲ୍ଲୀ ପୋଲିସ ଦାବି କରିଛି। ଏହି...

ଏଲ୍‌ଓସିରେ ଅନୁପ୍ରବେଶ ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର…

ଶ୍ରୀନଗର,୩୦।୧୧: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ମଧ୍ୟରେ ଥିବା ଏଲ୍‌ଓସି ଦେଇ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ହୋଇଛି। ପାକିସ୍ତାନୀ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଏନେଇ ଯୋଜନା...

ପ୍ରବଳ ବର୍ଷା ପାଇଁ କୋଲକତାରେ ବିମାନ ସେବା ବାଧାପ୍ରାପ୍ତ

କୋଲକତା,୧୬।୮: ପ୍ରବଳ ବର୍ଷା ଓ ବିଜୁଳି ଘଡଘଡି ଲାଗି ରହିଥିବାରୁ ଶୁକ୍ରବାର କୋଳକତାରେ ବିମାନ ସେବା ବାଧାପ୍ରାପ୍ତ ହୋଇଛି। କୋଲକତା ବିମାନ ବନ୍ଦରରେ ପହଞ୍ଚିବାକୁ ଥିବା...

ଆର୍‌ଜେଡିକୁ ଆଇନର ପାଠ ପଢାଇଲେ ନଡ୍ଡା

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ...

Advertisement
Archives

Model This Week