ଘର ଭଙ୍ଗାରୁଜାକୁ ନେଇ ମୁହଁ ଖୋଲିଲେ ବବି, କହିଲେ…

ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିଲେ ଘର। ଯଦି କରିଥିଲେ କାହା ଅନୁମତିରେ କରିଥିଲେ ଏବଂ ଏବେ ଏହାକୁ କାହିଁକି ଭାଙ୍ଗୁଛନ୍ତି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହାକୁ ନେଇ ଏବେ ବବି ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଏହି ଘର ଅସ୍ଥାୟୀ ଭାବେ ନିର୍ମାଣ ହୋଇଥିଲା। ସମ୍‌ୃକ୍ତ ଘରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଯାଉଥିଲା। ଘର ଖାଲିକରିବାକୁ କୁହାଯିବା ପରେ ଭଙ୍ଗାଯାଉଥିବା ପ୍ରଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri