Odisha Elections 2024

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଅଖିମୁଠି ଅନୁକୂଳ କରିଛନ୍ତି ।

ଚାଷଜମିରେ ପୂଜାର୍ଚ୍ଚନା ସହ ଅଖିମୁଠି ଅନୁକୂଳ କରି ସେ ଚାଷୀମାନଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଚାଷୀମାନେ ଲୋକଙ୍କୁ ଆହାର ଯୋଗାଉଛନ୍ତି। ଭଲ ବର୍ଷା, ଭଲ ଫସଲ ହେବା ପାଇଁ ମୁଁ ପ୍ରଭୁ ଶ୍ରୀଜଗନ୍ନାଥ, ମା’ ସମଲେଶ୍ୱରୀଙ୍କ ନିକଟରେ ପ୍ରାର୍ଥନା କରୁଛି। ଚାଷୀଙ୍କ ଉପକାର ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଅନେକ ଯୋଜନା କରିଛନ୍ତି। ଏଥିରୁ ଚାଷୀଭାଇମାନେ ଉପକୃତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…

ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ...

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri