ପାରିବାରିକ ପରାଜୟର ସମ୍ମୁଖୀନ ହେଲେ ବବି

ଭୁବନେଶ୍ୱର,୪।୬: ଓଡ଼ିଶାରେ ଶୋଚନୀୟ ପରାଜୟର ସମ୍ମୁଖୀନ ହୋଇଛି ବିଜୁ ଜନତା ଦଳ। ଲୋକ ସଭାରେ ଦଳ ଅମାନତା ହରାଇଥିବା ବେଳେ ବିଧାନସଭାରେ ଖବର ଲେଖା ହେଲା ବେଳକୁ ୧୬ ଆସନରେ ବିଜୟୀ ହୋଇଥିବା ବେଳେ ୩୩ ଆସନରେ ଆଗୁଆ ଚାଲିଛି। ତେବେ ବିଜେଡିର ଦ୍ୱିତୀୟ ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁର ଲୋକ ସଭା ଆସନରେ ପରାଜିତ ହୋଇଥିଲା ବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ଆସନରୁ ପରାଜିତ ହୋଇଛନ୍ତି।

ସମ୍ବଲପୁର ଲୋକସଭା ଆସନରୁ ଭାଜପା ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପୁଳ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କୁ ଲକ୍ଷାଧିକ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି। ସେହିପରି ବବିଙ୍କ ମା’ କୋରେଇ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ସନ୍ଧ୍ୟାରାଣୀ ଦାସ ପରାଜିତ ହୋଇଛନ୍ତି। ସେଠାରେ ତାଙ୍କୁ ଭାଜପା ପ୍ରାର୍ଥୀ ଆକାଶ ଦାସ ନାୟକ ପରାସ୍ତ କରିଛନ୍ତି।

ତେବେ ଉଭୟେ ମା’ ଏବଂ ପୁଅ ଦୁଇଟି ଆସନରୁ ଏକସଙ୍ଗେ ପରାଜୟର ସାମ୍ନା କରିଥିଲା ବେଳେ ଏହାକୁ ପାରିବାରିକ ପରାଜୟ ବୋଲି ଲୋକେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍‌

ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ...

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri