Odisha Elections 2024

ଭାଜପାରେ ସାମିଲ ହେଲେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ

ଭୁବନେଶ୍ୱର,୨୯।୨: ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଦଳର ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି, ଏମ୍‌ପି ଅପରାଜିତା ଷଢଙ୍ଗୀ ଓ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଭାଜପାରେ ମିଶିଛନ୍ତି।

ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ୧୯୯୦ ଓ ୧୯୯୫ରେ ବେଗୁନିଆରୁ ବିଧାନସଭା ନିର୍ବାଚନ ଲଢିଥିଲେ। ଉଭୟ ଥର ସେ ହାରି ଯାଇଥିଲେ। ୧୯୯୫ରେ ସେ ଜନତା ଦଳ ଟିକେଟରେ ଲଢିଥିଲେ। ତା’ପରେ ସେ ରାଜନୀତିରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ...

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି।...

ଡ୍ରାଇଭିଂବେଳେ ଫୋନ୍‌ ବ୍ୟବହାର, ଯାଇଛି ୧୬୩ ଜୀବନ

ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି...

ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକ

ଭୁବନେଶ୍ୱର,୨୮ା୫(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ସୁରକ୍ଷା ଦେବା ପାଇଁ ଓଡ଼ିଶା ଭାଜପା ଗଣମାଧ୍ୟମ ସାମ୍ନାକୁ ଆସି କରୁଥିବା ଉଦ୍ୟମ ଲାଗି ଲଜ୍ଜିତ ହେବା ଉଚିତ...

ପରାଜୟ ଜାଣି ବିଜେଡି ଅଧିକ ଟଙ୍କା ବାଣ୍ଟୁଛି: ଭାଜପାର ଗୁରୁତର ଅଭିଯୋଗ

ଭୁବନେଶ୍ୱର, ୨୮।୫(ବ୍ୟୁରୋ):ଚଳିତ ନିର୍ବାଚନର ୩ୟ ପର୍ଯ୍ୟାୟ ଶେଷ ପରେ ବିଭିନ୍ନ ସଂସ୍ଥାର ଆକଳନ ଭାଜପା ସପକ୍ଷରେ ଯାଉଥିବା ଜାଣିପାରି ଶାସକ ବିଜେଡି ୪ର୍ଥ ପର୍ଯ୍ୟାୟ ନିର୍ବାଚନକୁ...

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ...

୪ ସୁଦ୍ଧା ରତ୍ନଭଣ୍ଡାର ଚାବି ହାଇକୋର୍ଟଙ୍କୁ ହସ୍ତାନ୍ତର କର

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୨୮ା୫(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ମିଳୁନାହିଁ। ତଦନ୍ତ ରିପୋର୍ଟ ଚାପିଦିଆଯାଇଛି। ମୋର ସନ୍ଦେହ ହେଉଛି ଯେ, ରତ୍ନଭଣ୍ଡାର ଚାବି ପାଣ୍ଡିଆନ...

୧୦୩ ବିଧାୟକଙ୍କ ସମ୍ପତ୍ତି ୫ ବର୍ଷରେ ୭୩% ବଢ଼ିଛି

ଭୁବନେଶ୍ୱର,୨୮ା୫(ଅନିଲ ଦାସ):୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଦଳର ୧୦୩ ଜଣ ବିଧାୟକ ପୁଣି ନିର୍ବାଚନ ଲଢ଼ୁଛନ୍ତି। ସେମାନଙ୍କର ହାରାହାରି ସମ୍ପତ୍ତି ପରିମାଣ ୫ ବର୍ଷରେ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri