ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ପ୍ରଣବ ମା’ ସମଲେଇଙ୍କୁ ଦର୍ଶନ କରି ଆର୍ଶୀବାଦ ଲୋଡିଥିଲେ। ଅନ୍ୟପଟେ, ପ୍ରଣବ ପ୍ରକାଶ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ନିଶ୍ଚିତ ଯେ ତୁମେ ବିଜୟ ହାସଲ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri