ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ବ୍ୟାଚର ଆଇଏଏସ ଅଫିସର ଦାସ ଆସନ୍ତା ୩ ସପ୍ତାହ ଅର୍ଥାତ୍‌ ୧୭ ନଭେମ୍ବର ପର୍ଯ୍ୟନ୍ତ ଏଠାରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବେ।

ସୋମବାର ଆଇଏଏସ ପ୍ରଣିତା ଦାସଙ୍କୁ ପୌର କାର୍ଯ୍ୟାଳୟ ପରିସରରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ପୌର ସହକାରୀ ଯନ୍ତ୍ରୀ ମୁକେଶ କୁମାର, ଯନ୍ତ୍ରୀ ମାନସ କୁମାର ଦାସ ପ୍ରମୁଖ ସ୍ବାଗତ ଜଣାଇଥିଲେ। ଏହି ଅବସରରେ ଅନ୍ୟ ପୌର କର୍ମଚାରୀ ମାନେ ଉପସ୍ଥିତ ଥିଲେ। ଆଇଏଏସ ଦାସ ପୌର ପରିଷଦର ବିଭିନ୍ନ ଉନ୍ନୟନ କାମ ଉପରେ ପଚାରିଥିଲେ। ପୌରାଞ୍ଚଳର ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର, ଆଧୁନିକ ଶ୍ମଶାନ, ବିଭିନ୍ନ ରାସ୍ତା ଓ କୋଠା ପରିଦର୍ଶନ କରିଥିଲେ। ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ ଓ ଓ୍ବାର୍ଡ ସଭ୍ୟା ସଭ୍ୟ ନୂତନ ପୌର ଅଧିକାରୀ ପ୍ରଣିତା ଦାସଙ୍କୁ ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri