ବିବାହ ପରେ ଭୁଲ ମାଗିଲେ ଟଲିଉଡ୍‌ ସୁନ୍ଦରୀ

ନୂଆଦିଲ୍ଲୀ, ୩୧।୫: କନ୍ନଡ଼, ତାମିଲ ଓ ତେଲୁଗୁ ଫିଲ୍ମର ଜଣାଶୁଣା ଚେହେରା ପ୍ରଣିଥା ସୁଭାଷ। ଏହି ୨୮ ବର୍ଷୀୟା ସୁନ୍ଦରୀ ରବିବାର ବେଙ୍ଗାଲୁରୁଠାରେ ବ୍ୟବସାୟୀ ନୀତିନ ରାଜୁଙ୍କ ହାତ ଧରିଛନ୍ତି। ଏହି ବିବାହ ଉତ୍ସବକୁ କୋଭିଡ୍‌-୧୯ କାରଣରୁ ପୂରା ପ୍ରାଇଭେଟ ରଖାଯାଇଥିଲା। ଏଥିନେଇ ସୋମବାର ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଜରିଆରେ ଫିଲ୍ମ ଜଗତ ସହ ଜଡ଼ିତ ବନ୍ଧୁ ଓ ଫ୍ୟାନ୍ସଙ୍କୁ ଭୁଲ ମାଗିଛନ୍ତି।

ବାବାହ ପାଇଁ ଧାର୍ଯ୍ୟ ତାରିଖ ସମ୍ପର୍କରେ ନ ଜଣାଇଥିବାରୁ ଆମେ ଅତ୍ୟନ୍ତ ଦୁଃଖିତ। କୋଭିଡ୍‌ କଟକଣା ଯୋଗୁ ବିବାହ ପୂର୍ବଦିନ ପର୍ଯ୍ୟନ୍ତ ଆମେ ଅନିଶ୍ଚତତାରେ ଥିଲୁ ବୋଲି ‘ହଙ୍ଗମା ୨’ ଜରିଆରେ ବଲିଉଡରେ ପାଦ ଦେବାକୁ ଯାଉଥିବା ଅଭିନେତ୍ରୀ ପ୍ରଣିଥା ଲେଖିଛନ୍ତି। ତାଙ୍କୁ ଅଜୟ ଦେବଗନଙ୍କ ଭୁଜ: ଦି ପ୍ରାଇଡ୍‌ ଅଫ୍‌ ଇଣ୍ଡିଆରେ ମଧ୍ୟ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri