ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍‌ଡାଉନ୍‌ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା ସୁଭାଷ। ପ୍ରଣିଥା ବିବାହ ଫଟୋ ନିଜ ଇନଷ୍ଟାଗ୍ରାମ ପୋଷ୍ଟରେ ଶେୟାର କରି ଏନେଇ ସୂଚନା ଦେଇଛନ୍ତି। ସେ ବ୍ୟବସାୟୀ ନିତିନ ରାଜୁଙ୍କୁ ବିବାହ କରିଛନ୍ତି। ମେ ୩୦ରେ ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ମଧ୍ୟରେ ଦୁହେଁ ସାତ ଫେରା ନେଇଥିଲେ।
ବେଙ୍ଗାଲୁରୁରେ ଏକ ଛୋଟ ସମାରୋହରେ ପ୍ରଣଥା ଏବଂ ନିତିନ ବିବାହ କରନ୍ତି। ଉଭୟ ନିଜ ବିବାହକୁ ବହୁ ଧୁମ୍‌ଧାମରେ କରିବାକୁ ଚାହୁଁଥିଲେ, କିନ୍ତୁ କରୋନାର ଦ୍ୱିତୀୟ ଲହର ହେତୁ ଏହି ବିବାହକୁ ଏକ ଛୋଟ ସମାରୋହରେ ଆୟୋଜନ କରିବାକୁ ପଡିଲା। ପ୍ରଣିଥା ଏବଂ ନିତିନଙ୍କ ସୁନ୍ଦର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ସହିତ ପ୍ରଣିଥା ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ପୂର୍ବରୁ ଜଣାଇ ନ ଥିବାରୁ କ୍ଷମା ମାଗିଛନ୍ତି।
ପ୍ରଣିଥା ସୁଭାଷ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ଜଣେ ସକ୍ରିୟ ଅଭିନେତ୍ରୀ। ସେ ୨୦୧୦ ମସିହାରେ କନ୍ନଡ ଚଳଚ୍ଚିତ୍ର ‘ପୋର୍କି’ ସହିତ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ଏଥି ସହିତ ପ୍ରଣିଥା ଖୁବ ଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସେ ଅଜୟ ଦେବଗନଙ୍କ ସହ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଭୁଜ: ଦି ପ୍ରାଇଡ ଅଫ ଇଣ୍ଡିଆ’ରେ ନଜର ଆସିବାକୁ ଯାଉଛନ୍ତି। ଏହା ବ୍ୟତୀତ ସେ ଶିଳ୍ପା ଶେଟ୍ଟୀଙ୍କ ସହ ‘ହଙ୍ଗାମା ୨’ରେ ମଧ୍ୟ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri