ପହଣ୍ଡି ଅଘଟଣ: ୧୪ ତାରିଖରେ ଉପବାସ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କଲେ ପ୍ରସାଦ ହରିଚନ୍ଦନ

ଭୁବନେଶ୍ୱର,୧୧।୭: ବଳଭଦ୍ରଙ୍କ ପହଣ୍ଡି ଅଘଟଣକୁ ଦୁଃଖଦ ଏବଂ ଅଭାବନୀୟ କହିଛନ୍ତି ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ। ସେ କହିଛନ୍ତି, ଏଭଳି ଘଟଣା କେବେ ଘଟି ନ ଥିଲା। ଏଥିପାଇଁ ଆମେ ସମସ୍ତେ ଦୋଷୀ କହିଲେ ଭୁଲ ହେବନି । ସେହି ପାପ ପାଇଁ ସାରା ଓଡ଼ିଶା ପଶ୍ଚାତାପ କରିବାର ଆବଶ୍ୟକତା ରହିଛି। ତେଣୁ ଶ୍ରୀଜିଉ ଶ୍ରୀମନ୍ଦିରକୁ ବାହୁଡ଼ିବା ପୂର୍ବରୁ ଅର୍ଥାତ୍‌ ୧୪ ତାରିଖରେ ଆମେ ସମସ୍ତେ ଗୋଟିଏ ଓଳି ଉପବାସ କରିବା। ଏ ନେଇ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତାଙ୍କୁ ବିଚାର କରିବାକୁ ମୁଁ ଅନୁରୋଧ କରୁଛି ବୋଲି ପ୍ରସାଦ କହିଛନ୍ତି।

ଅନ୍ୟପଟେ, ଏହି ଘଟଣାକୁ ନେଇ ଭର୍ତ୍ତୃହରି କହିଛନ୍ତି, ଘଟଣାକୁ ହାଲୁକା ଭାବେ ନେବା ଉଚିତ୍‌ ନୁହେଁ, ଏହା ଅତ୍ୟନ୍ତ ଦୁଃଖଦାୟକ। ଏଭଳି ଘଟଣା ଇତିହାସରେ କେବେ ଦେଖି ନଥିଲୁ। ରଥରେ ଏତେ ଲୋକ କାହିଁକି ଚଢ଼ିଥିଲେ। ତଦନ୍ତ ହୋଇ କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri