ପ୍ରସାଦ ଜୁଏଲର୍ସର ନୂଆ ଶୋ’ରୁମ ଉଦ୍‌ଘାଟିତ

ସମ୍ବଲପୁର,୨୮ା୧(ବି.ଶଙ୍କର): ପ୍ରସାଦ ଜୁଏଲର୍ସର ନୂତନ ଶୋରୁମ ସମ୍ବଲପୁର ସହର ବୁଢ଼ାରଜା ଏସ୍‌ଆଇଟି କଲୋନି ସମ୍ମୁଖରେ ରବିବାର ଉଦ୍‌ଘାଟିତ ହୋଇଯାଇଛି। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଶୋରୁମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଅନିଲ ପ୍ରସାଦଙ୍କ ପରିଚାଳନାରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ସେହିଭଳି ଦୁଇ ମହଲା ବିଶିଷ୍ଟ ଏହି ଅତ୍ୟାଧୁନିକ ଶୋରୁମ ସୂକ୍ଷ୍ମ ଅଳଙ୍କାରଗୁଡିକର ଏକ ବିସ୍ତୃତ ସଂଗ୍ରହକୁ ପ୍ରଦର୍ଶିତ କରୁଛି। ରାଉରକେଲାଠାରେ ୨ହଜାର ବର୍ଗଫୁଟ ଅଚଳରେ ପରିବ୍ୟାପ୍ତ ଏକ ଷ୍ଟାର ସହ ନିଜର ଯାତ୍ରା ଆରମ୍ଭ କରିଥିଲା ା ଏହାପରେ ପ୍ରସାଦ ଜୁଏଲର୍ସର ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁରଠାରେ ଶାଖା ସହ ନିଜର ଉପସ୍ଥିତି ବିସ୍ତାର କରିଛି। ଏଥିସହ ଗ୍ରାହକଙ୍କ ବିବିଧ ପସନ୍ଦକୁ ପୂରଣ କରିବା ପାଇଁ ଏହି ଷ୍ଟୋରରେ ଆର୍ଟିଫିସିଆଲ ଜୁଏଲାରୀଗୁଡିକର ଏକ ସେକ୍ସନ ରହିଛି ବୋଲି କାର୍ଯ୍ୟକାରୀ ନିର୍ଦ୍ଦେଶକ ସୌରଭ ପ୍ରସାଦ ସୂଚିତ କରିଛନ୍ତି ା ସେ କହିଥିଲେ, ଉଦ୍‌ଘାଟନୀ ଉତ୍ସବ ସକାଶେ ସ୍ବତନ୍ତ୍ର ଅଫର ରହିଛିା ସେହିପରି ଆର୍ଟିଫିସିଆଲ ଜୁଏଲାରୀ ଉପରେ ଫ୍ଳାଟ ୨୦ ପ୍ରତିାତ ରିହାତି ଉପଲବ୍ଧ ରହିଛି ା ଏହି ଅଫରଗୁଡିକରେ କୌଣସି ସର୍ତ୍ତାବଳୀ ଲାଗୁ ନାହିଁ। ଏହା ଆସନ୍ତା ଫେବୃଆରୀ ୨ ପର୍ଯ୍ୟନ୍ତ ସମସ୍ତ କ୍ରୟ ଉପରେ ବୈଧ ରହିବ ା


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri