ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଖୁବ୍‌ଶୀଘ୍ର ଖୋର୍ଦ୍ଧା ଜିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦଳୀୟ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ରାଜ୍ୟ ଭାଜପାରେ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ପ୍ରଶାନ୍ତଙ୍କୁ ଦଳରେ ସାମିଲ କରାଯିବା ନିଷ୍ପତ୍ତି ନେଇ ସ୍ଥାନୀୟ ଅଞ୍ଚଳର ଭାଜପା କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଦିଲ୍ଲୀ ହାଇକମାଣ୍ଡଙ୍କ ନିଷ୍ପତ୍ତି ଆଗରେ କେହି ମୁହଁ ଖୋଲିବାକୁ ନାରାଜ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri