
ଖୋର୍ଦ୍ଧା ଅଫିସ,୩୧ା୩: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନକୁ ଖାରଜ ହୋଇଯାଇଛି। ଏହି ଆବେଦନକୁ ବାଣପୁର ଆସିଷ୍ଟାଣ୍ଟ ସେସନ ଜଜ୍ ଖାରଜ କରିଦେଇଛନ୍ତି। ଲୋକ ଏବଂ ପୋଲିସ ଉପରେ ଗାଡ଼ି ଚଢ଼ାଇବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ।
ଖୋର୍ଦ୍ଧା ଅଫିସ,୩୧ା୩: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନକୁ ଖାରଜ ହୋଇଯାଇଛି। ଏହି ଆବେଦନକୁ ବାଣପୁର ଆସିଷ୍ଟାଣ୍ଟ ସେସନ ଜଜ୍ ଖାରଜ କରିଦେଇଛନ୍ତି। ଲୋକ ଏବଂ ପୋଲିସ ଉପରେ ଗାଡ଼ି ଚଢ଼ାଇବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ।
ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ...
ଖୋର୍ଦ୍ଧା ଅଫିସ,୨୦।୬: ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୨୨ବର୍ଷ ଧରି ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରିପାଇଛନ୍ତି ମା’। ଏଭଳି ଘଟଣା...
ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର...
ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର କୋରାପୁଟ ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର...
ନୟାଗଡ଼ ଅଫିସ,୧୪।୭-ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ । ୩୩ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୦ରେ ଅଧିକାରୀ ଓ କର୍ମଚାରୀ ଥିବା ବେଳେ...
କଟକ ଅଫିସ, ୨୨।୪: ମୁଣ୍ଡକୁ ଲାଗୁଛି କୃଷ୍ଣଚୂଡ଼ା ଗଛର ଡାଳ। ଆଉ ଏହି ଗଛର ସବୁ ଡାଳ ୧୧ କେଭି ବିଦ୍ୟୁତ ତାରକୁ ଛୁଇଁଛି। ଏଭଳି...
ଭୁବନ, ୩୦।୭(ଡି.ଏନ.ଏ.): ଗାଁର ଛାତିଚିରି ଆଗକୁ ମାଡ଼ିଯାଇଛି ଜାତୀୟ ରାଜପଥ ୫୩। ଦୁଇଭାଗ ହୋଇଯାଇଛି ଗ୍ରାମ। ଉଭୟ ପଟରେ ଗଢ଼ିଉଠିଛି ଜନବସତି। ରହିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ।...
ଗଞ୍ଜାମ,୫ା୯(ଡି.ଏନ୍.ଏ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...