Posted inଜାତୀୟ

ଫେଲ ମାରିଲା କଂଗ୍ରେସର ସମସ୍ତ ଯୋଜନା

ନୂଆଦିଲ୍ଲୀ,୨୬ ।୪: ପ୍ରତିଥର ପରାଜୟର ମୁହଁ ଦେଖି ଦେଖି ଏଥର କଂଗ୍ରେସ ଟାର୍ଗେଟରେ ୨୦୨୪ ନିର୍ବାଚନ । ଏଥିପାଇଁ ଦଳ ପକ୍ଷରୁ ଅନେକ ପ୍ରକାର ପରିବର୍ତ୍ତନର ପ୍ରସ୍ତାବ ଦିଆଯାଇଛି । ଏଥିରେ ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି । ହେଲେ କଂଗ୍ରେସ ପକ୍ଷରୁ ଏବେ ମିଳିଥିବା ଏକ ସୂଚନା ଅନୁଯାୟୀ ପ୍ରଶାନ୍ତ କିଶୋର କଂଗ୍ରେସ କମିଟିରେ ସାମିଲ ହେବାକୁ ମନା କରି ଦେଇଛନ୍ତି ।
କଂଗ୍ରେସ ପ୍ରବକ୍ତା ରଣଦୀପ ସିଂ ସୁରଜେୱାଲାଙ୍କ ପକ୍ଷରୁ ଏହି ବୟାନ ଆସିଛି । ସେ କହିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ପକ୍ଷରୁ ୨୦୨୪ ନିର୍ବାଚନ ଲାଗି ଏକ ଆକ୍ସନ ଗ୍ରୁପ ପ୍ରସ୍ତୁତ କରାଯାଇଛି । ପ୍ରଶାନ୍ତ କିଶୋରଙ୍କୁ ବି ଏହି ଗ୍ରୁପରେ ସାମିଲ କରାଯାଇ ବହୁତ କିଛି ଦାୟିତ୍ୱ ତୁଲାଇବାକୁ ଅଫର ଦିଆଯାଇଥିଲା । ହେଲେ ସେ ଏହାକୁ ଗ୍ରହଣ କରି ନାହାନ୍ତି । ତେବେ ତାଙ୍କର ପ୍ରୟାସ ଓ ଦଳକୁ ଦେଇଥିବା ପରାମର୍ଶର ଆମେ ସମ୍ମାନ କରୁଛୁ ବୋଲଇ ସୁରଜେୱାଲା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri