Posted inଜାତୀୟ

କଂଗ୍ରେସରେ ସାମିଲ ହୋଇପାରନ୍ତି ପିକେ

ନୂଆଦିଲ୍ଲୀ,୨୯।୭: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ସାମିଲ ହୋଇପାରନ୍ତି। ଗତ କିଛି ଦିନରୁ ଏନେଇ ରାଜନୈତିକ ଚର୍ଚ୍ଚା ଲାଗିରହିଛି। ନିକଟରେ ପ୍ରଶାନ୍ତ କିଶୋର କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଏହି ଭେଟିବା ପରେ ଏନେଇ ଲାଗିରହିଥିବା ସମ୍ଭାବନା ଆହୁରି ବଢ଼ିଯାଇଛି। ହେଲେ ଏବେ ଏହି କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। କାରଣ ଏକ ରିପୋର୍ଟରେ ଦାବି କରାଯାଇଛି ଯେ, ପିକେ ଖୁବ୍‌ଶୀଘ୍ର କଂଗ୍ରେସରେ ଯୋଗଦେଇପାରନ୍ତି। ଏସମ୍ବନ୍ଧରେ ରାହୁଲ ଗାନ୍ଧୀ ଦଳର ନେତାମାନଙ୍କଠାରୁ ପରାମର୍ଶ ମାଗିଥିବା ଜଣାପଡ଼ିଛି। ତେବେ ଏପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ସାମ୍ନାକୁ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ୮୩ ଅଧିକାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୫।୯: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। କରୋନା ଭିତରେ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଗତ ବୁଧବାର ନିର୍ଦ୍ଧାରିତ ସମୟର ଯଥେଷ୍ଟ...

ଟ୍ରାଇ-ସର୍ଭିସ୍‌ ତଦନ୍ତ ନିର୍ଦ୍ଦେଶ ଜାରି…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ଲାଗି ଟ୍ରାଇ-ସର୍ଭିସ୍‌ ତଦନ୍ତ ନିର୍ଦ୍ଦେଶ ଜାରି ହୋଇଛି। ଏନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଲୋକ ସଭାରେ...

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବିମାନ ନିକଟରେ ପହଞ୍ଚିଲେ ବାୟୁସେନା ଟିମ୍‌

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ...

ବିବାହର ୧୦ ଦିନ ପରେ ସୀମାକୁ ଯାଇଥିଲେ ପୁଅ: ଫେରିଲେ କଫିନରେ ମୃତଦେହ ହୋଇ

ଡେରାଡୁନ,୨୫।୭: ବିବାହର ୧୦ ଦିନ ପରେ ସୀମାକୁ ଯାଇଥିବା ପୁଅ ଫେରିଛି ସତ ହେଲେ ଦୀର୍ଘ ୨୦ ବର୍ଷ ହେଲା ମା’ ଆଖିରୁ ଲୁହ ଶୁଖିନି।...

ବିଧାୟକ ଦଳ ବୈଠକ ପରେ ଘୋଷଣା ହେବ କର୍ନାଟକ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ

ବେଙ୍ଗାଲୁରୁ,୨୭ ।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ନିଷ୍ପତି ହୋଇଯିବ । କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସୋମବାର ବିଏସ୍ ୟେଦୁରପ୍ପା ଇସ୍ତଫା...

ଭଜନ ଗାନ କଲେ ମୁଁ କ‘ଣ ହିନ୍ଦୁ ହୋଇଯିବି କି : ମେହବୁବାଙ୍କ ମନ୍ତବ୍ୟ ଉପରେ ଫାରୁକଙ୍କ ଉତ୍ତର…

ଶ୍ରୀନଗର, ୨୧।୯ : ଜାତୀୟ ତଥା ସାମ୍ପ୍ରଦାୟିକ ଏକତାର ଗୀତ କୁହାଯାଉଥିବା ରଘୁପତି ରାଘବ ରାମ ରାମ ଗୀତକୁ ନେଇ ଜମ୍ମୁ-କଶ୍ମୀର ବିଦ୍ୟାଳୟରେ ବିବାଦ ଜାରି...

ଆନ୍ଧ୍ରରେ ପୌର ନିର୍ବାଚନ ସ୍ଥଗିତ

ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ...

୫ ବର୍ଷରେ ପାଞ୍ଚ କୋଟି ନିଯୁକ୍ତି ଦେବାକୁ ଚେଷ୍ଟା କରୁଛନ୍ତି ସରକାର : ଗଡକରି

ନୂଆଦିଲ୍ଲୀ,୧୫।୧୨: ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସରକାର ପାଞ୍ଚ କୋଟି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ଗ୍ରାମୀଣ ଶିଳ୍ପଗୁଡିକ ବାର୍ଷିକ ୮୦,୦୦୦...

Advertisement
Archives

Model This Week