Posted inଜାତୀୟ

ୟୁପିରେ ବଡ଼ କ୍ଷତି ସହିବ ଭାଜପା? ପ୍ରଶାନ୍ତ କିଶୋରଙ୍କ ଭବିଷ୍ୟବାଣୀ କଲା ସ୍ପଷ୍ଟ

ନୂଆଦିଲ୍ଲୀ,୨୪।୫: ଲୋକ ସଭା ନିର୍ବାଚନ ୨୦୨୪ ସମୟରେ ବିଭିନ୍ନ ଦାବି ଏବଂ ଭବିଷ୍ୟବାଣୀ ମଧ୍ୟରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଉତ୍ତରପ୍ରଦେଶ (ୟୁପି)ର ସ୍ଥିତି ସ୍ପଷ୍ଟ କରିଛନ୍ତି। ପି.କେ ପୂର୍ବାନୁମାନ କରିଛନ୍ତି ଯେ ମୋଟ ୮୦ଲୋକ ସଭା ଆସନ ଥିବା ୟୁପିରେ ହେବାକୁ ଥିବା ଏହି ସାଧାରଣ ନିର୍ବାଚନରେ ଭାରତୀୟ ଜନତା ପାର୍ଟି କୌଣସି କ୍ଷତି ସହିବ ନାହିଁ। ସାକ୍ଷାତକାରରେ ପି.କେଙ୍କୁ ପ୍ରଶ୍ନ କରାଯାଇଛି ୟୁପିରେ ଭାଜପା ପ୍ରାୟ ୫୦ ସିଟ ହରାଇବ ବୋଲି କୁହାଯାଉଛି। ଉତ୍ତରରେ ପି.କେ କହିଛନ୍ତି, କିଛି ଲୋକ କହୁଛନ୍ତି ଯେ ୟୁପିରେ ଏଥର ସଂଖ୍ୟା ହ୍ରାସ ପାଉଛି। ଲୋକମାନେ ଭୁଲି ଯାଇଛନ୍ତି, ସେମାନଙ୍କର ସ୍ମୃତି କମ୍‌। ଗତଥର ବିହାର-ୟୁପି ମିଶ୍ରଣ କରି ଭାଜପା (୨୦୧୪)ରେ ୨୫ ସିଟ ହରାଇଥିଲା। ଯାହା ବଙ୍ଗଳା ଭଳି ରାଜ୍ୟ ଦ୍ୱାରା ପୂରା ହୋଇଥିଲା। ପି.କେଙ୍କ ଅନୁଯାୟୀ ଭାଜପାରେ ୬୨ ଟି ଆସନ ରହିଛି। ପୂର୍ବରୁ ସେମାନେ ୧୮ ହାରିଯାଇଛନ୍ତି। ଯଦି ଆପଣ କହୁଛନ୍ତି ଭାଜପା ୟୁପିରେ ୪୦-୫୦ ସିଟ ହରାଉଛି ତେବେ ଏହା କେବେ ହେବ ନାହିଁ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଇଏମଡି ଦେଲା ଖୁସି ଖବର

ନୂଆଦିଲ୍ଲୀ,୧୬।୬: ମୌସୁମୀ ଦେଶରେ ପହଞ୍ଚିଛି ଏବଂ ଦେଶର ଅନେକ ସ୍ଥାନରେ ମୌସୁମୀ ପୂର୍ବରୁ ମଧ୍ୟ ଏହର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ତଥାପି ଉତ୍ତରପ୍ରଦେଶ ଏବଂ ରାଜଧାନୀ...

୨୦୨୨ ନିର୍ବାଚନ ପୂର୍ବରୁ ଯୋଗୀଙ୍କୁ ହଟାଇବାକୁ ହୋଇଥିଲା ପ୍ରସ୍ତୁତି! ଏଠାରେ କରାଯାଇଛି ଦାବି

ନୂଆଦିଲ୍ଲୀ,୧୬।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ଭାଜପାକୁ ଏକ ବଡ ଝଟକା ଦେଇଛି। ଦେଶକୁ ସର୍ବାଧିକ ଏମପି ପ୍ରଦାନ କରୁଥିବା ଉତ୍ତରପ୍ରଦେଶରେ ଭାଜପାର ପ୍ରଦର୍ଶନ...

ଚିରାଗ ପାସଓ୍ବାନଙ୍କୁ ନିଜର କ୍ରସ ବୋଲି କହିଲେ ଏହି ଭୋଜପୁରୀ ଅଭିନେତ୍ରୀ

ନୂଆଦିଲ୍ଲୀ,୧୬।୬: ବଲିଉଡ ଅଭିନେତା ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନଙ୍କ ପ୍ରଶଂସକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୋସିଆଲ ମିଡିଆରେ ଚିରାଗ ପାସୱାନଙ୍କ ଭିଡିଓଗୁଡ଼ିକ ଭାଇରାଲ ହେବାରେ...

କିଏ ହେବେ ବାଚସ୍ପତି: ରାଜନାଥଙ୍କ ଘରେ ଚାଲିଲା ମନ୍ଥନ

ନୂଆଦିଲ୍ଲୀ,୧୬।୬:ଜୁନ ୨୬ ରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ଜୁନ ୨୪ରୁ ଲୋକ ସଭାର ଅଧିବେଶନ...

ଆକ୍ସନ ମୁଡ୍‌ରେ ଅମିତ ଶାହା: ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଶ୍ରୀନଗର,୧୬।୬: ନିକଟରେ ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ସରକାର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

‘ଜଷ୍ଟିସ କେଉଁଠି?’ ଆଇଏଏସଙ୍କ ଏମିତି ପ୍ରଶ୍ନର ଉତ୍ତର ହସି ହସି ଦେଇଥିଲେ ସିଜେଆଇ, କହିଥିଲେ, ପଛରୁ ଆସୁଛନ୍ତି

ନୂଆଦିଲ୍ଲୀ,୧୬।୬: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ତାଙ୍କ ସରଳତା ପାଇଁ ଅତ୍ୟନ୍ତ ପ୍ରସିଦ୍ଧ। ତାଙ୍କ ମୁହଁରେ ଅନେକ ସମୟରେ ହସ ଦେଖଇବାକୁ ମିଳିଥାଏ। ସିଜେଆଇଙ୍କ ସହିତ...

ନିଟ୍‌ ପ୍ରସଙ୍ଗରେ ଖୋଲାଖୋଲି ଏମିତି କହିଦେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୬।୬: ଚଳିତ ବର୍ଷ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ ବ୍ୟାପକ...

‘କଂଗ୍ରେସ ଏତେ ସିଟ୍‌ କେମିତି ଜିତିଲା, ତାହାର ତଦନ୍ତ ହେଉ’

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ମନ୍ତ୍ରୀ ତଥା ମହାରାଷ୍ଟ୍ର ନେତା ରାମଦାସ ଅଠୱାଲେ ଇଭିଏମ ଉପରେ ରାହୁଲ ଗାନ୍ଧୀ ପ୍ରଶ୍ନ ଉଠାଇକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri