Posted inଜାତୀୟ

କଂଗ୍ରେସରେ ଯୋଗ ଦେବେନି ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୬।୪: କଂଗ୍ରେସରେ ଯୋଗ ଦେବାକୁ ମନା କଲେ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଏ ନେଇ କଂଗ୍ରେସ ମୁଖପାତ୍ର ରଣଦୀପ ସୂର୍ଯଓ୍ବୋଲା ମଙ୍ଗଳବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି । ଗତ ଅନେକ ଦିନ ଧରି ପ୍ରଶାନ୍ତ କିଶୋର କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପାର୍ଟିରେ ଯୋଗ ଦେବାକୁ ପ୍ରଶାନ୍ତଙ୍କୁ ପ୍ରସ୍ତାବ ଦେଇଥିଲେ।
ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସରେ ଗ୍ରହଣ କରାଯିବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିଲା। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକରେ ଏକାଠି ହୋଇଥିଲେ। ପ୍ରଶାନ୍ତ କିଶୋରଙ୍କ ଯୋଗଦାନ ଏବଂ ସେ ଦେଇଥିବା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରରେ ୩୨ ଜଣଙ୍କୁ କରୋନା

ଲକ୍ଷ୍ନୌ,୨।୯: ଉତ୍ତରପ୍ରଦେଶର ବାନ୍ଦା ସହର ଫୁଟାକୂଆଁ ଅଞ୍ଚଳରେ ଗୋଟିଏ ପରିବାରର ୩୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସିଏମ୍‌ଓ ଏନ୍‌.ଡି. ଶର୍ମା କହିଛନ୍ତି, ଜିଲାରେ ୪୪...

ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ: ହାଇକୋର୍ଟଙ୍କ ପ୍ରଶ୍ନ ଏଥିପାଇଁ ଦାୟୀ କିଏ

ଲକ୍ଷ୍ନୌ,୨୮।୪: ଉତ୍ତର ପ୍ରଦେଶରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କରୋନା ସଙ୍କଟ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ...

ରାମାୟଣ କନକ୍ଲେଭର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଲକ୍ଷ୍ନୌ,୨୯ ।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିନିକିଆ ଅଯୋଧ୍ୟା ଗସ୍ତରେ ଅଛନ୍ତି । ରବିବାର ତାଙ୍କର ସୁରକ୍ଷା ଓ ସ୍ୱାଗତକୁ ନେଇ ସମସ୍ତ ବ୍ୟବସ୍ଥା କରାଯାଇଛି...

କୋଭିଡ୍‌ ଭାକ୍ସିନ ପ୍ରମାଣପତ୍ରରେ ମୋଦିଙ୍କ ଫଟୋ : ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେଲା ଟିଏମ୍‌ସି

ନୂଆଦିଲ୍ଲୀ,୩।୩ : ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବୁଧବାର ନିର୍ବାଚନ ଆୟୋଗ (ଇସି)ଙ୍କ ଦ୍ୱାରସ୍ଥ ହୋଇଛି। ପଶ୍ଚିମ ବଙ୍ଗରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ବିଜ୍ଞାପନରେ...

ଏପ୍ରିଲ ୧ରୁ ଆରମ୍ଭ ହେବ କୁମ୍ଭମେଳା

ଡେରାଡୁନ,୧୮ ।୨: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ଏପ୍ରିଲ ୧ରୁ ଆରମ୍ଭ ହୋଇ ୩୦ ତାରିଖ ଯାଏ ଚାଲିବ । ଏଥିପାଇଁ ସରକାରଙ୍କ ପକ୍ଷରୁ...

ମୃତଦେହ ସତ୍କାର ପାଇଁ ୭ ଶ୍ମଶାନ କମ୍‌ ପଡ଼ିଲା, ଶେଷରେ ଖଣିରେ ହେଉଛି ଦାହ

ବେଙ୍ଗାଲୁରୁ,୧୦।୫: ସମଗ୍ର ଦେଶରେ ଏବେ କରୋନା ମହାମାରୀ ତା’ର କାୟା ବିସ୍ତାର କରିଛି। ଏପରିକି ଦେଶର କିଛି ରାଜ୍ୟରେ ମୃତଦେହ ସତ୍କାର କରିବାରୁ ଶ୍ମଶାନରେ ଜାଗା...

ଲଦ୍ଦାଖରେ ବଢିଲା ଭାରତୀୟ ସେନାର ତୀକ୍ଷ୍ଣ ଦୃଷ୍ଟି, ଚାଇନାର ପ୍ରତ୍ୟେକ ଗତିବିଧି ଉପରେ ନଜର

ଜମ୍ମୁ,୪ ।୩: ଲଦ୍ଦାଖରେ ଚାଇନା ସହ ବଢି ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ତାର ତୀକ୍ଷ୍ଣ ନଜରକୁ ବଢାଇ ଦେଇଛି । ପ୍ରତି ସ୍ଥାନରେ...

ସ୍କୁଲରେ ଭୂତପ୍ରେତ ନେଇ ଗୁଜବ, ତାନ୍ତ୍ରିକଙ୍କ ଦ୍ୱାରା ଛାତ୍ରୀଛାତ୍ରଙ୍କ ଚିକିତ୍ସା କରାଯାଉଥିବା ଭିଡିଓ ଭାଇରାଲ…

ଲକ୍ଷ୍ନୌ,୨୨।୧୨ : ଉତ୍ତରପ୍ରଦେଶ ମହୋବାର ପାନୱାଡିରେ ଅବସ୍ଥିତ ଜୁନିଅର ହାଇସ୍କୁଲ ୧୫ ଜଣ ଛାତ୍ରୀଛାତ୍ର୍ର ଅଚେତ ହେବା ପ୍ରସଙ୍ଗରେ ଏକ ନୂଆ ମୋଡ଼ ଆସିଛି। ଅଭିଭାବକମାନେ...

Advertisement
Archives

Model This Week