Posted inଜାତୀୟ

ଅସୁ୍‌ସ୍ଥ ହୋଇ ପଡିଲେ ପ୍ରଶାନ୍ତ କିଶୋର, ହସ୍ପିଟାଲରେ ଭର୍ତ୍ତି

ପାଟନା,୭।୧: ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ଭୋକ ଉପାସରେ ଥିବା ପ୍ରଶାନ୍ତ କିଶୋରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଜନ ସୁରଜ ପାର୍ଟିର କର୍ମୀମାନେ ପ୍ରଶାନ୍ତ କିଶୋରଙ୍କୁ ମେଦାନ୍ତ ହସ୍ପିଟାଲକୁୁ ନେଇଛନ୍ତି, ଯେଉଁଠାରେ ଡାକ୍ତରଙ୍କ ପରାମର୍ଶରେ ତାଙ୍କୁ ଭର୍ତ୍ତି କରାଯାଇଛି। ଏହାପୂର୍ବରୁ ଆମ୍ବୁଲାନ୍ସ ପ୍ରଶାନ୍ତ କିଶୋରଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସୂଚନାଯୋଗ୍ୟ, ଆଜି ପ୍ରଶାନ୍ତ କିଶୋରଙ୍କ ଆମରଣ ଅନଶନର ଷଷ୍ଠ ଦିନ।

ସୂଚନାଯୋଗ୍ୟ, ମଙ୍ଗଳବାର ପ୍ରଶାନ୍ତ କିଶୋର ପାଟଣାର ଶେଖପୁରା ହାଉସରେ ଜନ ସୁରଜ ପାର୍ଟିର ଏକ ବୈଠକ ଡାକିଥିଲେ। ଏହି ବୈଠକରେ ଜନ ସୁରଜର ସଦସ୍ୟଙ୍କ ସହ ପରବର୍ତ୍ତୀ ଯୋଜନା ଉପରେ ଆଲୋଚନା କରାଯିବ। ଏହି ସଭାରେ ନିଷ୍ପତ୍ତି ନିଆଯାଉଥିଲା କେଉଁ ସ୍ଥାନରେ ପ୍ରଶାନ୍ତ କିଶୋର ଉପବାସ ଜାରି ରଖିବେ। କିନ୍ତୁ ଏହାପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା ଏବଂ ପରେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

ବଜେଟ ଭାଷଣ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୨: ବଜେଟ ୨୦୨୬ ପାଇଁ ଦୀର୍ଘ ପ୍ରତୀକ୍ଷା ଆଜି ଶେଷ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ବଜେଟ (ବଜେଟ ୨୦୨୬-୨୭ ଲାଇଭ ଅପଡେଟ୍ସ)…

Budget 2026 Gold Silver Rate: ବଜେଟ ପୂର୍ବରୁ ସୁନା-ରୂପାକୁ ନେଇ ବଡ଼ ଖବର, କିଣିବାକୁ ଚାହୁଁଥିଲେ…

ନୂଆଦିଲ୍ଲୀ,୧।୨: ବଜେଟ ଉପସ୍ଥାପନ ପୂର୍ୱରୁ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଫେବୃଆରୀ 1, 2026 ରେ, ଦିଲ୍ଲୀରେ 24 କ୍ୟାରେଟ ସୁନା ପ୍ରତି…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର

ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri