Posted inଜାତୀୟ

ଏକଜିଟ ପୋଲ ପୂର୍ବରୁ ବଡ଼ ଭବିଷ୍ୟବାଣୀ କରିଦେଲେ ପ୍ରଶାନ୍ତ କିଶୋର, କହିଲେ ପୁଣି ଫେରୁଛି…

ନୂଆଦିଲ୍ଲୀ,୧।୬: ଏକଜିଟ ପୋଲ ୨୦୨୪ ପ୍ରକାଶ ପାଇବାର କିଛି ଘଣ୍ଟା ପୂର୍ବରୁ, ଭାରତୀୟ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ବଡ଼ ପୂର୍ବାନୁମାନ କରିଛନ୍ତି। ଶନିବାର ଶେଷ ପର୍ଯ୍ୟାୟ ଭୋଟ ସରିବା ପରେ ସବୁ ନ୍ୟୁଜ ଏଜେନ୍ସିଗୁଡିକ ସଂଧ୍ୟା ୬ରୁ ଏକଜିଟ ପୋଲ ପ୍ରସାରଣ କରିବା ଆରମ୍ଭ କରିବେ। କିନ୍ତୁ ଏହା ପୂର୍ବରୁ ରଣନୀତିଜ୍ଞ ପିକେ ଆଶ୍ଚର୍ଯ୍ୟ କରିଦେବା ଭଳି ବଡ଼ ପୂର୍ବାନୁମାନ କରିଛନ୍ତି।

ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ପ୍ରଶାନ୍ତ କିଶୋର କହିଛନ୍ତି, ୨୦୧୯ ନିର୍ବାଚନ ଠାରୁ ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ସାମାନ୍ୟ ଭଲ ପ୍ରଦର୍ଶନ କରିବ। ସେ ଆହୁରି କହିଛନ୍ତି, ମୋର ମୂଲ୍ୟାଙ୍କନ ଅନୁଯାୟୀ ଭାଜପା ସମାନ୍ୟ କିମ୍ବା ସାମାନ୍ୟ ଭଲ ମାର୍ଜିନ ସହିତ ପୁଣି ଫେରିବ। ପଶ୍ଚିମ ଏବଂ ଉତ୍ତର ଭାରତର ଆସନ ସଂଖ୍ୟାରେ ମୁଁ କୌଣସି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖୁନାହିଁ । କିନ୍ତୁ ଭାଜପା ପୂର୍ବ ଏବଂ ଦକ୍ଷିଣ ଭାଗରୁ ପର୍ଯ୍ୟାପ୍ତ ସମର୍ଥନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri