ଓବିସି ମୋର୍ଚ୍ଚା ରାଜ୍ୟ ଉପସଭାପତି ହେଲେ ପ୍ରଶାନ୍ତ କୁମାର ନାୟକ

ଗଞ୍ଜାମ,୫।୧୧(ଡି.ଏନ୍‌.ଏ.): ଭାରତୀୟ ଜନତା ପାର୍ଟିରେ ଦୀର୍ଘ ବର୍ଷ ଧରି ବିଭିନ୍ନ ପଦ ପଦବୀରେ ରହିଆସିଛନ୍ତି ବର୍ତ୍ତମାନର ଗଞ୍ଜାମ ବ୍ଲକ ଅଧକ୍ଷ ଥିବା ପ୍ରଶାନ୍ତ କୁମାର ନାୟକ। ସେ ଜିଲାପରିଷଦ, ସରପଞ୍ଚ ଓ ହାଉସିଂ ବିଲଡିଂ କୋପେରେଟିଭ ସୋସାଇଟି ସଭାପତି ମଧ୍ୟ ଦାୟିତ୍ୱ ସଠିକ୍‌ ଭାବେ ତୁଲାଇ ଆସିଛନ୍ତି l ବର୍ତ୍ତମାନ ତାଙ୍କୁ ଓବିସି ମୋର୍ଚ୍ଚା ରାଜ୍ୟ ଉପସଭାପତି ଭାବେ ମନୋନୀତ କରିଛି ରାଜ୍ୟ ଭାଜପା l ପ୍ରଶାନ୍ତଙ୍କୁ ନୂତନ ପଦବୀ ଓ ଦାୟିତ୍ୱ ମିଳିବା ପରେ ଗଞ୍ଜାମ ଏନଏସି ଭାଜପା ନଗର ସଭାପତି ସୁଦାମ ଚରଣ ଜେନା, ଯୁବ ନେତା ଭଗବାନ ପ୍ରଧାନ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri