ନିରାକାରପୁରରେ ରହଣି କରିବ ପ୍ରଶାନ୍ତି ଏକ୍ସପ୍ରେସ

ଭୁବନେଶ୍ୱର, ୨୨।୧୨(ଅନୁରାଧା ମହାରଣା): ଯାତ୍ରୀଙ୍କ ସୁବିଧା ପାଇଁ ଏଣିକି ନିରାକାରପୁରଠାରେ ୧୮୪୬୩/୧୮୪୬୪ ଭୁବନେଶ୍ୱର-ବେଙ୍ଗାଲୁରୁ-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସର ରହଣି ପାଇଁ ରେଳ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୧୮୪୬୪ ବେଙ୍ଗାଲୁରୁ-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସ ବର୍ତ୍ତମାନ ପରୀକ୍ଷାମୂଳକ ଭାବେ ବେଙ୍ଗାଲୁରୁଠାରୁ ଆସନ୍ତା ୨୯ ତାରିଖରେ ଛାଡ଼ି ୩୦ ତାରିଖରେ ନିରାକାରପୁରଠାରେ ରହଣି ପାଇଁ ସ୍ଥିର କରାଯାଇଛି।
ସେହିପରି ଭୁବନେଶ୍ୱରରୁ ୩୧ ଚାରିଖରେ ଛାଡିବାକୁ ଥିବା ୧୮୪୬୩ ଭୁବନେଶ୍ୱର- ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସ ନିରାକାରପୁରଠାରେ ରହଣି କରିବ। ପ୍ରଶାନ୍ତି ଏକ୍ସପ୍ରେସ ପାଇଁ ଅନ୍ୟ ସ୍ଥିରୀକୃତ ରହଣି ଷ୍ଟେଶନ ଓ ସମୟ ସାରଣୀ ଅପରିବର୍ତ୍ତିତ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri