ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ

ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି।

ଲେଖାଶ୍ରୀଙ୍କୁ ତାଙ୍କ ସମ୍ପତିର ପ୍ରମାଣ ଦେବାକୁ ଆହ୍ବାନ ଦେଇଛନ୍ତି ପ୍ରତାପ । ନୀଳଗିରି ନିର୍ବାଚନ ମଣ୍ଡଳୀର ସନ୍ତରିଗ ସଭା କରି ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ସମାଲୋଚନା କରିଛନ୍ତି ପ୍ରତାପ ।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?