Posted inରାଜ୍ୟ

ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ, କଡ଼ା ପ୍ରତିକ୍ରିୟା ଦେଲେ ଅପରାଜିତା

ନୂଆଦିଲ୍ଲୀ,୧୯।୧୨: ଗୁରୁବାର ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ରାହୁଲ ଗାନ୍ଧୀ ଧକ୍କା ମାରିବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ପ୍ରତାପଙ୍କ ଆଖି ପାଖରେ ଆଘାତ ଲାଗିଥିବା ବେଳେ ସେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏହାପରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଡାକ୍ତରଖାନାରେ ଯାଇ ତାଙ୍କୁ ଭେଟିଛନ୍ତି।

ମେଡିକାଲରୁ ବାହାରି ଅପରାଜିତା ଗଣମାଧ୍ୟମକୁ ସୂଚନା କହିଛନ୍ତି ”ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ, ସେ ଏବେ ହସପିଟାଲରେ ଅଛନ୍ତି। ଭଗବାନ ତାଙ୍କୁ ଭଲ କରିଦିଅନ୍ତୁ।”

ତେବେ ରାହୁଲଙ୍କ ଏପରି ବ୍ୟବହାର ପରେ ଭାଜପା ସାଂସଦମାନେ ଘଟଣାକୁ ନିଦା କରିବା ସହିତ ପାର୍ଲିଆମେଣ୍ଟ ଆଗରେ ବସି ପ୍ରତିବାଦ କରିଛନ୍ତି। ଏହି ଅବସରରେ ଅପରାଜିତା ମଧ୍ୟ ଏଥିରେ ସାମିଲ ହୋଇ ପାର୍ଲିଆମେଣ୍ଟ ଆଗରେ ବସି କଡା ଭାଷାରେ ପ୍ରତିକ୍ରିୟା କରି କଂଗ୍ରେସ ଦଳକୁ ସମାଲୋଚନା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri