ଓଡ଼ିଶା ବଜାରରେ ପ୍ରକୃତିରସ ମସଲା

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଫୁଡ୍‌ ଷ୍ଟାର୍ଟଅପ୍‌ କମ୍ପାନୀ ତଥା ପ୍ରକୃତିରସ ମସଲାର ଆନୁଷ୍ଠାନିକ ଶୁଭାରମ୍ଭ ସହ ଓଡ଼ିଶା ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଜଣାଶୁଣା ସେଫ୍‌ ବିଶ୍ୱଜିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ବଜାର ଉନ୍ମୋଚନ ସହ ବଜାର ପ୍ରବେଶ କରାଇଥିଲେ। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ହିମାଦ୍ରି ତନୟା ଜେନା, ନିର୍ଦ୍ଦେଶକ ଅଙ୍କିତ ମହାପାତ୍ର ଓ ଶୁଭ୍ରଜିତ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରକୃତିରସର ପରିଚାଳନା ନିର୍ଦ୍ଦେଶକ ହିମାଦ୍ରି ତନୟା ଜେନା କହିଛନ୍ତି, ପ୍ରକୃତିରସ କେବଳ ଏକ ମସଲା କମ୍ପାନୀ ନୁହେଁ, ଶୁଦ୍ଧତା ଓ ସ୍ବାସ୍ଥ୍ୟ ପ୍ରତି ଏହା ହେଉଛି ଏକ ପ୍ରତିବଦ୍ଧତା। ଆମେ ଏହି ଯାତ୍ରା ଆରମ୍ଭ କରିବା ଏବଂ ମସଲା ଦୃଶ୍ୟପଟକୁ ପୁନଃ ନିର୍ଦ୍ଧାରଣ କରିବାକୁ ପ୍ରତିବଦ୍ଧ ରହିଛୁ। ପ୍ରକୃତିରସର ନିର୍ଦ୍ଦେଶକ ଅଙ୍କିତ ମହାପାତ୍ର କହିଛନ୍ତି, ଆମେ ଏଭଳି ଏକ ମସଲା ଉପସ୍ଥାପନ କରିବା ଉପରେ ଗୁରୁତ୍ୱାରୋପ କରୁଛୁ, ଯାହା କେବଳ ଆପଣଙ୍କ ଖାଦ୍ୟର ସ୍ବାଦ ବଢ଼ାଇବ ନାହିଁ ବରଂ ଏକ ସୁସ୍ଥକର ଜୀବନଶୈଳୀ ପ୍ରତି ଯୋଗଦାନ ପ୍ରଦାନ କରିବ।
ଉଲ୍ଲେଖଯୋଗ୍ୟ, ଓଡ଼ିଶା ବଜାରରେ ପ୍ରକୃତିରସର ଗୌରବମୟ ଶୁଭାରମ୍ଭ ହୋଇଥିବା ବେଳେ ଭବିଷ୍ୟତ ଲାଗି କମ୍ପାନୀ ମହତ୍ତ୍ୱାକାଂକ୍ଷୀ ଯୋଜନା ନିର୍ଦ୍ଧାରଣ କରିଛି। ଏପରିକି ଆସନ୍ତା ୬ମାସ ମଧ୍ୟରେ ପ୍ରକୃତିରସର ସୁଗନ୍ଧଭରା ଯାତ୍ରାକୁ ସାରା ଦେଶରେ ବିସ୍ତାରକରି ଜାତୀୟସ୍ତରରେ ପରିବାରଗୁଡ଼ିକ ପାଖରେ ବିଶୁଦ୍ଧ ଓ ସୁସ୍ଥକର ମସଲା ପହଞ୍ଚାଇବାକୁ କମ୍ପାନୀ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?