ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରତୀକ ସିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ଆଇପିଏସ୍‌ ପ୍ରତୀକ ସିଂ। ୨୦୧୪ ବ୍ୟାଚ୍‌ର ଆଇପିଏସ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି ଓ ଆଇଆଇସିମାନେ ସ୍ବାଗତ କରିଥିଲେ। ଭୁବନେଶ୍ୱରରେ କାମ କରିବା ତାଙ୍କ ପାଇଁ ଚ୍ୟାଲେଞ୍ଜ ହେବ ଡିସିପି କହିଛନ୍ତି।

ରାଜଧାନୀରେ ଅପରାଧ ଓ ଅପରାଧୀ ଦମନ, ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ମୁଖ୍ୟତଃ ଫୋକସ କରାଯିବ। ୫-ଟି ଅନୁସାରେ ଲୋକମାନଙ୍କୁ ସେବା ଯୋଗାଇ ଦିଆଯିବ। ଥାନାକୁ ଆସୁଥିବା ଲୋକେ କିପରି ସେମାନଙ୍କ ସମସ୍ୟାର ସମାଧାନ ପାଇପାରିବେ ସେ ଦିଗରେ ପୋଲିସ କାର୍ଯ୍ୟ କରିବ। ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଯୋଜନା ରହିଥିବା କହିଛନ୍ତି ଡିସିପି।


Enter your email to get our daily news in your inbox.

All Right Reserved By Dharitri.Com

‘ଗୋଟିଏ ଦିନ ଖେଳ ଛାଡିଦେବି’, ବିରାଟ କୋହଲିଙ୍କ ଭାବପ୍ରବଣ ବୟାନକୁ ନେଇ ହଇଚଇ

ଯେତେବେଳେ ବିରାଟ କୋହଲି ମନ୍ତବ୍ୟ ଦେଇଥିଲେ ଯେ “ଗୋଟିଏ ଦିନ ଏସବୁ ଶେଷ ହେବ,” ତାଙ୍କର ଅର୍ଥ ଥିଲା ଯେ ଭବିଷ୍ୟତରେ ଏପରି ଏକ ସମୟ ଆସିବ…

୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍‌ ଟାଙ୍କି ମରାମତି ଓ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ…

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri