ଆଜି ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେବେ ପ୍ରତୀକ ସିଂ

ଭୁବନେଶ୍ୱର,୪।୫(ବ୍ୟୁରୋ): ଆଇପିଏ୍‌ସ ପ୍ରତୀକ ସିଂ ବୁଧବାର ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ (ୟୁପିଡି)ର ଡିସିପି ଭାବେ ଦାୟିତ୍ୱ ନେବେ । ସେ ବର୍ତ୍ତମାନ କଟକ ଡିସିପି ଦାୟିତ୍ୱରେ ଅଛନ୍ତି ।
ସୂଚନାଯୋଗ୍ୟ, ୨୦୧୪ ବ୍ୟାଚ ଆଇପିଏସ୍‌ ସିଂ ୨୦୧୬ରେ ବ୍ରହ୍ମପୁର ଏସ୍‌ପି ଭାବେ କାର୍ଯ୍ୟ କରିଥିଲେ । ପରେ ସେ ମାଲକାନଗିରି ଏସ୍‌ପି ଦାୟିତ୍ୱ ନେଇ ଥିଲେ। ପରେ କନ୍ଧମାଳ ଏସ୍‌ପି ଭାବେ ଦାୟିତ୍ୱ ତୁଲାଇଥିଲେ।
ମାଲକାନଗିରି ଓ କନ୍ଧମାଳରେ ଥିବାବେଳେ ମାଓ ଦମନ ଅଭିଯାନରେ ତାଙ୍କର ବେଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । କଟକ ଡିସିପି ହେବା ପରେ ତାଙ୍କ ଉପରେ ଅଧିକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri