ଆଇଏଫ୍‌ଏଫ୍‌ଆଇରେ ଓଡ଼ିଆ ଫିଲ୍ମ ‘ପ୍ରତୀକ୍ଷା’

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ୫୩ତମ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ (ଆଇଏଫ୍‌ଏଫ୍‌ଆଇ)ର ଭାରତୀୟ ପାନୋରାମା ବିଭାଗରେ ସ୍ଥାନ ପାଇଛି ଏକମାତ୍ର ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ଅନୁଷ୍ଠିତ ହେବାକୁ ଥିବା ଏହି ଫେଷ୍ଟିଭାଲ ‘ଜୟ ଭୀମ୍‌’, ‘ଆରଆରଆର’ ଓ ‘କଶ୍ମୀର ଫାଇଲ୍ସ’ ଭଳି ଚର୍ଚ୍ଚିତ ଚଳଚ୍ଚିତ୍ର ସହ ‘ପ୍ରତୀକ୍ଷା’ ପ୍ରଦର୍ଶିତ ହେବା ନେଇ ଆଇଏଫ୍‌ଏଫ୍‌ଆଇ ପକ୍ଷରୁ ଘୋଷଣା କରାଯାଇଛି।
ଚଳିତଥର ପାନୋରାମାରେ ମୋଟ ୨୫ଟି ଭାରତୀୟ ଚଳଚ୍ଚିତ୍ର ପ୍ରଦର୍ଶିତ ହେବାକୁ ଚୟନ ହୋଇଛି। ଅମିୟ ପଟ୍ଟନାୟକ ପ୍ରଡକ୍ସନ୍ସ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଅନୁପମ ପଟ୍ଟନାୟକ ଦେଇଛନ୍ତି। କଥାକାର ଗୌରହରି ଦାସଙ୍କ ଏକ କ୍ଷୁଦ୍ରଗଳ୍ପ ଆଧାରିତ ଏହି ଚଳଚ୍ଚିତ୍ରରେ ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଛନ୍ତି ରୋଶନ ବିଷୋଇ। ବର୍ଷା ପଟ୍ଟନାୟକ ଏହାର କାର୍ଯ୍ୟନିର୍ବାହୀ ପ୍ରଯୋଜିକା ଅଛନ୍ତି। ସିଦ୍ଧାନ୍ତ ମହାପାତ୍ର, ଦୀପନ୍ବିତ ଦାସମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସ, ବର୍ଷା ପଟ୍ଟନାୟକ, ଶ୍ରୀଲା ତ୍ରିପାଠୀ, ରୂପାମ୍ବିକା ନାୟକ, ସୁଶୀଲ ମିଶ୍ର, ଅବକାଶ ମିଶ୍ର ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri