Posted inଖେଳ

ପ୍ରତ୍ୟୁଷ ନାୟକ ଚାମ୍ପିୟନ

ଭୁବନେଶ୍ୱର,୩ା୪ (ସ୍ପୋଟର୍‌ସ ବ୍ୟୁରୋ): ସାଇ ବୀଣାପାଣି ଜ୍ଞାନ ମନ୍ଦିରରେ ଓଡ଼ିଶା ଚେସ୍‌ ଆସୋସିଏଶନ୍‌ ପକ୍ଷରୁ ଆୟୋଜିତ ରାଜ୍ୟ ସ୍କୁଲ ଚେସ୍‌ ଚାମ୍ପିୟନଶିପରେ ଓଲ୍ଡ ଷ୍ଟିଓ୍ବାର୍ଟ ସ୍କୁଲର ପ୍ରତ୍ୟୁଷ ନାୟକ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛନ୍ତି। ପ୍ରତ୍ୟୁଷ ୫ ପଏଣ୍ଟ ଅର୍ଜନ କରିଥିବା ବେଳେ ଆଦିତ୍ୟ ବିକ୍ରମ ମିଶ୍ର ୪.୫ ଓ ଅଦିତି ମହାପାତ୍ର ୪.୦ ପଏଣ୍ଟ ସହ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଅଛନ୍ତି। ୭ ବର୍ଷରୁ କମ୍‌ ବୟସ ବର୍ଗରେ ଅକ୍ଷିତ ଆଚାର୍ଯ୍ୟ, ୯ ବର୍ଷରୁ କମ୍‌ ବୟସ ବର୍ଗରେ ସତ୍ୟ ସ୍ବରୂପ ତ୍ରିପାଠୀ, ୧୧ ବର୍ଷରୁ କମ୍‌ ପୀୟୁଷ ଜେନା, ୧୩ ବର୍ଷରୁ କମ୍‌ ବୟସ ବର୍ଗରେ କ୍ରିପାଂଶି ଧଳ ଓ ବାଳିକା ବର୍ଗରେ ଓମ୍‌ କ୍ରିଷ୍ଣା ପ୍ରଧାନ ପ୍ରଥମ ସ୍ଥାନ ଅଳଙ୍କୃତ କରିଥିଲେ।

ଚିଫ୍‌ ଆର୍ବିଟର ଭାବରେ ଦେବାଶିଷ ପାଣିଗ୍ରାହୀ ଉପସ୍ଥିତ ଥିବା ବେଳେ ବଡଗଡ ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷୟିତ୍ରୀ ଶୁଭଲକ୍ଷ୍ମୀ ପଟ୍ଟନାୟକ ଓ ରାଜ୍ୟ ଗୋଇନ୍ଦା ଇନ୍ସପେକ୍ଟର ପ୍ରିୟଦର୍ଶିନୀ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସାଇ ବୀଣାପାଣି ଜ୍ଞାନ ମନ୍ଦିରର ସମ୍ପାଦକ ଭବାନୀ ଶଙ୍କର ମହାପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri