ପୁଣି ଚମକିଲେ ପ୍ରତ୍ୟୁଷା

ଅନୁଗୋଳ ଅଫିସ, ୧୪।୧୦ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ପୁଣି ସୁନ୍ଦରୀ ପ୍ରତିଯୋଗିତାରେ ଚମକିଛନ୍ତି। ସେ ଅପେରା ମିଡିଆର ଆନୁକୂଲ୍ୟରେ ଆୟୋଜିତ ମିସ୍‌ ଆଣ୍ଡ ମିସେସ୍‌ ଇଣ୍ଡିଆ ଗ୍ଲୋବାଲରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରନର୍ସଅପ୍‌ ହୋଇଛନ୍ତି। ଏହି ପ୍ରତିଯୋଗିତାରେ ବିୟୁଟି, ଟ୍ୟାଲେଣ୍ଟ, ପ୍ରଶ୍ନୋତ୍ତର, ରାମ୍ପ ୱାକ, ଟ୍ରାଡିସିନାଲ ରାଉଣ୍ଡ ଆଦି କରାଯାଇଥିଲା। ଏଥିରେ ଭୁବନେଶ୍ୱରର ରୋଜା ପ୍ରଥମ ଓ ପ୍ରତ୍ୟୁଷା ଦ୍ୱିତୀୟ ସ୍ଥାନରେ ରହିଥିଲେ। କରୋନା ପାଇଁ ଏହି ପ୍ରତିଯୋଗିତାଭର୍ଚୁଆଲ ପଦ୍ଧତିରେ ଆୟୋଜନ କରାଯାଇଥିଲା। ସୂଚନାଯୋଗ୍ୟ ଏହା ପୂର୍ବରୁ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ୨୦୨୦ରେ ପ୍ରତ୍ୟୁଷା ପ୍ରଥମ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣପୁର ଦ୍ୱୀପରେ ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ

ଭୋଗରାଇ, ୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ସମୁଦ୍ର କୂଳ ତାଳସାରୀ ନିକଟସ୍ଥ ସୁବର୍ଣ୍ଣପୁର ଦ୍ୱୀପରେ ଗୋଟିଏ ଅଲିଭ୍‌ ରିଡ୍‌ଲେ କଇଁଛ ସୋମବାର ପ୍ରତ୍ୟୁଷରୁ ୭୫ଟି ଅଣ୍ଡା ଦେଇ...

ନାଟମଣ୍ଡପ ଉପରକୁ ଚଢ଼ିଗଲେ ଯୁବକ

ପୁରୀ ଅଫିସ,୧୫।୮: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରବିବାର ଶ୍ରୀମନ୍ଦିର ନାଟମଣ୍ଡପ ଉପରିଭାଗ ତଥା ମଝିଦେଉଳ ଉପରକୁ ଜଣେ ଯୁବକ...

ଶଟ୍‌ଡାଉନରେ ରୋଗୀ ସେବା କଲେ ପୂର୍ବତନ ବିଧାୟକ

ଚୌଦ୍ୱାର,୫ା୩(ଡି.ଏନ୍‌.ଏ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ପାଇଁ କଟକ ସହର ସମେତ ଚୌଦ୍ୱାର ସହର ମଧ୍ୟ ଶଟ୍‌ଡାଉନ ରହିଛି। ଶୁକ୍ରବାର ସନ୍ଧ୍ୟାରେ ଚୌଦ୍ୱାର ପୋଲିସ ତରଫରୁ...

ବର୍ଷ ଆରମ୍ଭରୁ ଦୁର୍ଘଟଣା: ୨ ଦିନରେ ୬ ମୃତ

ରାୟଗଡ଼ା ଅଫିସ/ଜୟପୁର/ପାଣ୍ଡ୍ରିପାଣି/ସୁନାବେଡ଼ା, ୨ା୧(ନି.ପ୍ର./ଡି.ଏନ୍‌.ଏ.): ନୂଆବର୍ଷ ଆରମ୍ଭରୁ ଅବିଭକ୍ତ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ୫ଟି ସଡ଼କ ଦୁର୍ଘଟଣାରେ...

ମାଡ଼ ମାରିବା ଅଭିଯୋଗରେ ଯୁବକଙ୍କୁ କୋର୍ଟଚାଲାଣ

ଗୋପାଳପୁର,୩ା୯-ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିବା, ଦୁର୍ବ୍ୟବହାର କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ ଡିଲେସୁ ପ୍ରଧାନ (୨୫)।...

ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଠିକାଦାର

ଧାମନଗର,୨୬।୫(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାବାଗ ଅଙ୍ଗନଓ୍ବାଡି କେନ୍ଦ୍ରରେ ଠିକାଦାର କାମସାରି ବିଲ୍‌ ନ ପାଇବାରୁ ତାଲା ପକାଇ ରଖିଥିବାରୁ ଅସନ୍ତୋଷ...

ବୀର ପୁଅକୁ ଝୁରୁଛି ବଡ଼ସୁଅଁ।ଳ : ଶହୀଦ ଅଜିତ୍‌ଙ୍କୁ ଚାହିଁ ବସିଛନ୍ତି ସଭିଏଁ

କାମାକ୍ଷାନଗର, ୨୦।୬(ଡି.ଏନ୍‌.ଏ.) – ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଛନ୍ତି ଅଜିତ୍‌ ସାହୁ। ହଠାତ୍‌ ଏହି ଘଟଣାକୁ ବିଶ୍ୱାସ କରିପାରି ନ ଥିବା ସାଙ୍ଗସାଥୀ, ବନ୍ଧୁବାନ୍ଧବ,...

ଏହି ଜିଲାର ଚାଷୀ ପାଇବେ କାଳିଆ ସହାୟତା

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀଙ୍କ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କାଳିଆ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀ...

Advertisement
Archives

Model This Week