ବ୍ଲକ୍‌ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ

ଧର୍ମଶାଳା,୨୦ା୮: ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ପ୍ରଭାତ ବଳବନ୍ତରାୟ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି।

ପ୍ରଭାତଙ୍କ ବିରୋଧରେ ଅଗଷ୍ଟ ୧୧ରୁ ୩୮ରୁ ଅଧିକ ସମିତି ସଭ୍ୟ ଓ ସରପଞ୍ଚ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ତେବେ ସେ ଆଜି ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

ଆଇସିଏସ୍‌ଇ ଦଶମ ପରୀକ୍ଷାଫଳ ପ୍ରକାଶ: ସତ୍ୟଜିତ ହୋତା ନ୍ୟୁଲାଇଫ୍‌ ଇଂଲିଶ ମିଡିୟମ ବିଦ୍ୟାଳୟ ଟପ୍ପର

ବିଷମ କଟକ, ୧।୫(ପ୍ରସନ୍ନ କୁମାର ପଣ୍ଡା): ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ରାୟଗଡା ଜିଲା ବିଷମ କଟକ ବ୍ଲକ ସଦର ନ୍ୟୁଲାଇଫ୍‌…

ନାମଯଜ୍ଞରେ କମ୍ପୁଛି ଅଞ୍ଚଳ: ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନାଟେଙ୍ଗା ଶ୍ରୀ ତ୍ରିନାଥ ସ୍ବାମୀଙ୍କ ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଶୁକ୍ରବାରଠାରୁ ୨୪ ପ୍ରହର ନାମଯଜ୍ଞ ଆରମ୍ଭ ହୋଇଛି। ଏହା ୪…

ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ

ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ

କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ।…

ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ

କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ…

ରାପିଡୋ ଡ୍ରାଇଭରରୁ ପାଲଟିଲେ ପ୍ରେମିକ: ଶାରୀରିକ ସମ୍ପର୍କ ରଖିବା ପରେ…

ଭୁବନେଶ୍ବର, ୧।୫ (ପ୍ରସନଜିତ୍‌ ସାହୁ):ରାପିଡୋ ଡ୍ରାଇଭରରୁ ପ୍ରେମିକ ପାଲଟିଲେ। ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ଖଣ୍ଡା ଧରି ମାରିବାକୁ ଧମକ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri