Posted inଜାତୀୟ

ହିମନ୍ତ ଶର୍ମାଙ୍କ ଉପରେ ତାତିଲେଣି ଭାଜପା ହାଇକମାଣ୍ଡ? ତେଜିଲାଣି ବବାଦ

ନୂଆଦିଲ୍ଲୀ,୧।୯:ଆସାମ ବିଧାନସଭାରେ ନମାଜ ପଢିବାକୁ ବନ୍ଦ କରିବା ନେଇ ରାଜନୀତି ସରଗରମ ରହିଛି। ଆସାମ ବିଧାନସଭାରେ ଶୁକ୍ରବାର ଦୁଇ ଘଣ୍ଟିଆ ନମାଜ ପଢିବା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହା ଉତ୍ପାଦନ ବୃଦ୍ଧି କରିବ ଏବଂ ଉପନିବେଶ ଯୁଗର ପ୍ରଥାକୁ ଦୂର କରିବ। ଆସାମ ସିଏମଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମପି ଡକ୍ଟର ସୟଦ ନାସିର ହୁସେନ ଟାର୍ଗେଟ କରିଛନ୍ତି।

ହୁସେନ କହିଛନ୍ତି, ମୁଁ ଭାବୁଛି, ଆସାମ ସରକାର ଏବଂ ମୁଖ୍ୟମନ୍ତ୍ରୀ ହିମନ୍ତ ଶର୍ମା ଏହି ଜିନିଷ ପ୍ରତି ଅଧିକ ଆଗ୍ରହୀ ଅଟନ୍ତି। ଲୋକଙ୍କ ପାଇଁ ଜନ କଲ୍ୟାଣକାରୀ ଯୋଜନା, ସୁବିଧା ପାଇଁ ଯୋଜନା କରିବାରେ ସେ ବିଶ୍ୱାସ ରଖୁ ନାହାନ୍ତି। ତାଙ୍କୁ ଲାଗୁଛି ଭାଜପାର ହାଇକମାଣ୍ଡ ତାଙ୍କ ଉପରେ ଖୁସି ନାହାନ୍ତି ତେଣୁ ତାଙ୍କ ପାଖରେ ଅଧିକ ବିଶ୍ୱସ୍ତତା ଦେଖାଇବା ପାଇଁ ସେ ଏହି ସବୁ କାର୍ଯ୍ୟ କରୁଛନ୍ତି। କିନ୍ତୁ ଏଥିରେ କିଛି ଫରକ ପଡିବ ନାହିଁ।

କଂଗ୍ରେସ ରାଜ୍ୟ ସଭା ଏମପି ଏପରିକି ଦାବି କରିଛନ୍ତି ଯେ, ଆସାମରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଲେ ଭାଜପାକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିବ। ଆଗାମୀ ନିର୍ବାଚନରେ ହିମନ୍ତ ହାରିବାକୁ ଯାଉଛନ୍ତି, ତେଣୁ ସେ ବିଭାଜନ ଏବଂ ପୋଲାରାଇଜେସନ ପ୍ରସଙ୍ଗରେ ରାଜନୀତି କରୁଛନ୍ତି। ପ୍ରତ୍ୟେକ ସମ୍ପ୍ରଦାୟର ଲୋକ ଏବଂ ପ୍ରତ୍ୟେକ ଧର୍ମର ଲୋକମାନେ ଭାରତରେ ରୁହନ୍ତି। ସେମାନଙ୍କର ସଭ୍ୟତା, ଯାହା ଶତାବ୍ଦୀ ଧରି ଜାରି ରହିଛି ତାକୁ ଅଟକାଇବା ଭଲ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri