ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୩୧।୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା କଳିଙ୍ଗପଟ୍ଟନମ ଠାରୁ ୮୦ କି.ମି. ଦୂରରେ ଥିବା ବେଳେ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବସ୍ଥିତ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ କଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗୀର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରରେ ଏତେ ବଡ଼ ଗର୍ତ୍ତ କେମିତି? ଖୋଲିଲା ୪୩୪ କୋଟି ବର୍ଷର ରହସ୍ୟ

ହଂକଂ,୨୯।୧୧: ଚନ୍ଦ୍ରପୃଷ୍ଠରେ ଥିବା ସବୁଠାରୁ ବଡ଼, ଗଭୀର ଓ ପୁରାତନ ଗର୍ତ୍ତ ‘ସାଉଥ ପୋଲ-ଆଇଟକେନ୍‌ (ଏସ୍‌ପିଏ) ବେସିନର ସୃଷ୍ଟି ଓ ବିବର୍ତ୍ତନର ରହସ୍ୟ ବୈଜ୍ଞାନିକମାନେ ଉନ୍ମୋଚନ କରିଛନ୍ତି।…

ଆଜିଠୁ ବଢ଼ିବ ଶୀତ: ଥରିବ ଓଡ଼ିଶା

ଭୁବନେଶ୍ୱର, ୨୯।୧୧ (ବନ୍ଦନା ସେଠୀ):ରାଜ୍ୟରେ ଶୀତର ପ୍ରଭାବ ଜାରି ରହିଛି। ଦିନରେ ଖରା ହେଉଥିଲେ ମଧ୍ୟ ଶୀତଳ ପବନ ଦେହକୁ ସୁହାଉଛି। ହେଲେ ରାତିରେ ଥଣ୍ଡା ଅନୁଭୂତ…

ଏହି କାରଣରୁ ଭାରତର ଅଧିନାୟକ ହୋଇପାରିଲେ ନାହିଁ…ପନ୍ତଙ୍କ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୨୮।୧୧: ଭାରତୀୟ ଟେଷ୍ଟ କ୍ରିକେଟରେ ଋଷଭ ପନ୍ତ ନିଜର ନିର୍ଭୀକ ଓ ଆକ୍ରାମକ ବ୍ୟାଟିଂ ପାଇଁ ବେଶ୍ ପରିଚିତ। ମାତ୍ର କ୍ରାଇଷ୍ଟଚର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌କୁ ନେଇ ଡିଏମ୍‌କେର ବଡ଼ ଘୋଷଣା, ଜାଣନ୍ତୁ…

ଚେନ୍ନାଇ,୨୮ା୧୧: କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌କୁ ସମର୍ଥନ କରିବ ବୋଲି ଡିଏମ୍‌କେ ସୋମବାର ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ଦଳ ଅଧ୍ୟକ୍ଷ…

ନିଯୁକ୍ତି ଦାବିରେ ତାତିଲେ ସ୍ଥାନୀୟ ବାସିନ୍ଦା: ଧାରଣା ଯୋଗୁ ଅଟକି ରହିଛି ମାଇନିଂ ଗାଡ଼ି

ଛତ୍ରପୁର,୨୮।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ମାଟିଖାଲସ୍ଥିତ ଆଇଆରଇଏଲ(IREL) ଡିସାଲିନେସନ ପ୍ଲାଣ୍ଟରେ ସ୍ଥାନୀୟ ଯୁବକଙ୍କୁ ପୁନଃ ନିଯୁକ୍ତି ଦାବିରେ ଆନ୍ଦୋଳନ ତୀବ୍ର ହୋଇଛି। ଗତ ୩…

ଜିଲାପାଳଙ୍କୁ ଭେଟିଲେ ଚାଷୀ: କଲେ ବଡ଼ ଅଭିଯୋଗ

ରୁପ୍ରାରୋଡ,୨୮ା୧୧(ସଞ୍ଜୀବ ଦାସ): ରୁପ୍ରାରୋଡ୍‌ ଧାନମଣ୍ଡିରେ ଚାଷୀ ଶୋଷଣର ଶିକାର ହେଉଥିବା ଅଭିଯୋଗ କରି କୃଷକ ନେତା ଦୁର୍ଯ୍ୟୋଧନ କୁମାରଙ୍କ ନେତୃତ୍ୱରେ ଚାଷୀମାନେ କଳାହାଣ୍ଡି ଜିଲାପାଳ ପାୱାର ସଚିନ…

ଗାଁରୁ ବଲାଙ୍ଗୀର ଆସୁଥିଲେ, ଲଖପାଲି ଛକରେ ପଛପଟୁ ଧକ୍କା ଦେଲା ହାଇୱା; ବାଇକ୍ ଆରୋହୀ…

ବଲାଙ୍ଗୀର,୨୮।୧୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ପୁଇଁନ୍ତଲା ବ୍ଲକ୍ ନିକଟ ଲଖପାଲି ଛକରେ ଶନିବାର ସନ୍ଧ୍ୟାରେ ଏକ ବାଲି ବୋଝେଇ ହାଇୱା…

ଖସୁଛି ପାରଦ: ଜି.ଉଦୟଗିରିରେ ୭.୬ ଡିଗ୍ରୀ

ଜି.ଉଦୟଗିରି,୨୮ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ପ୍ରବଳ ଥଣ୍ଡା ସହ ଜାଡ଼ ଅନୁଭୂତ ହେଉଛି। ସାରୁ ସକାଳ ୯ଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ କୁହୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?